ଆଜି ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୪।୭: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ସେଥିପାଇଁ ସା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ହେଲେ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଜୟନାରାୟଣଙ୍କ ବିସ୍ଫୋରକ ବୟାନ୍‌: ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ,ଯୋଗାଯୋଗରେ ଅଛନ୍ତି…

ଭୁବନେଶ୍ୱର,୧୮।୧୦: ଭାଜପା ବିଧାୟକ ଜୟନାରାୟଣ ମିଶ୍ର ଶୁକ୍ରବାର ଏକ ଭବିଷ୍ୟବାଣୀ କରିଛନ୍ତି। ଖୁବ୍‌ଶୀଘ୍ର ବିଜେଡି ଭାଙ୍ଗି ଛିନ୍‌ଛତ୍ର ହୋଇଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ବିଜେଡିର...

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି...

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ...

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ...

ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….

ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି।...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri