ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି ମାଛ ରପ୍ତାନୀ ଉପରେ ପ୍ରତିବନ୍ଧକ ଉଠାଇଛନ୍ତି। ଏନେଇ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୂଚନାନୁସାରେ ୩ ହଜାର ଟନ୍‌ ଇଲିଶି ମାଛ ରପ୍ତାନୀ ପାଇଁ ବାଂଲା ମଞ୍ଜୁରୀ ଦେଇଛି।

ମହମ୍ମଦ ୟୁନୁସ ସରକାର ଚଳିତ ବର୍ଷ ଘରୋଇ ବଜାରରେ କାରବାର ବଢେଇବା ପାଇଁ ଭାରତକୁ ଇଲିସି ମାଛ ରପ୍ତାନୀ ଉପରେ କଟକଣା ଲଗାଇବାକୁ ନିଷ୍ପତ୍ତି ନେଇଥିଲେ। ଦୂର୍ଗାପୂଜା ବ୍ୟତୀତ ଅନ୍ୟ ପର୍ବପର୍ବାଣୀରେ ଭାରତର ପୂର୍ବ ରାଜ୍ୟରେ ଏହି ମାଛର ବହୁତ ଚାହିଦା ରହିଛି। ବାଂଲାର ବାଣିଜ୍ୟ ମନ୍ତ୍ରଣାଳୟର ସୂଚନାନୁସାରେ, ଆଗାମୀ ଦୂର୍ଜାପୂଜା ଅବସରରେ ୩ହଜାର ମେଟ୍ରିକ ଟନ୍‌ ଇଲିଶି ମାଛ ରପ୍ତାନୀକୁ ମଞ୍ଜୁର ଦିଆଯାଇଛି। ୨୦୨୩ରେ ମନ୍ତ୍ରଣାଳୟ ୭୯ କମ୍ପାନୀକୁ ଭାରତକୁ ୫୦ ଟନ୍‌ ଇଲିଶି ମାଛ ରପ୍ତାନୀ ପାଇଁ ଅନୁମତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର, ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ…

ଲକ୍ଷ୍ନୌ,୨୨ା୯: ପୁଣି ଟ୍ରେନ୍‌ ଟ୍ରାକ୍‌ରୁ ଏକ ଗ୍ୟାସ୍‌ ସିଲିଣ୍ଡର୍‌ ମିଳିଛି। ଦୁର୍ବୃତ୍ତମାନେ ଟ୍ରାକ୍‌ରେ ସିଲିଣ୍ଡର ରଖି ଏକ ବଡ଼ ଧରଣର ଅଘଟଣ ଘଟାଇବାକୁ ଯୋଜନା କରିଥିଲେ।...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ...

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩%...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…

ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri