ହସିନାଙ୍କ ରୁମ୍‌ରେ ପଶି ଶାଢୀ ନେଇଗଲେ ବିକ୍ଷୋଭକାରୀ, ଖାଇଲେ ବିରିୟାନୀ, ଦେଖନ୍ତୁ ଭିଡ଼ିଓ…

ଢାକା,୫।୮: ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ଦେଶ ଛାଡିଛନ୍ତି। ଏହି ସମୟରେ ବିକ୍ଷୋଭକାରୀ ଆବାସରେ ପଶି ଭଙ୍ଗାରୁଜା ସହ ଚୋରି କରିଛନ୍ତି। ବିକ୍ଷୋଭକାରୀ ଶେଖ ହସିନାଙ୍କ ରୁମରୁ ତାଙ୍କ ଶାଢୀ ପର୍ଯ୍ୟନ୍ତ ନେଇଯାଇଛନ୍ତି। ଏପରିକି ବାସଭବନରେ ରହିଥିବା ଖାଦ୍ୟକୁ ମଧ୍ୟ ଖାଉଥିବାର ଭିଡିଓ ବହୁତ ମାତ୍ରାରେ ଭାଇରାଲ ହୋଉଛି। ଏହା ପୂର୍ବରୁ ବାସଭବନରେ ପ୍ରବେଶ କରି ଖଟ ଉପରେ ଶୋଇ ଭିଡିଓ କରୁଥିବା ନଜର ଆସିଛନ୍ତି।

 

ଅନ୍ୟପଟେ, ଦେଶରେ ଛାତ୍ର ଆନ୍ଦୋଳନ ହିଂସାତ୍ମକ ହେବା ପରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଶେଖ ହସିନା ଆସି ଭାରତରେ ପହଞ୍ଚଥିବା କୁହାଯାଉଛି। ମିଡ଼ିଆ ରିପୋର୍ଟ ଅନୁଯାୟୀ ଶେଖ ହସିନାଙ୍କ ବିମାନ ହିଣ୍ଡନଏୟାର ବେସରେ ଅବତରଣ କରିଛି। ବିମାନଟି ହିଣ୍ଡନ ଏୟାରବେସରେ ଅପରାହ୍ନ ୫:୩୬ ରେ ଅବତରଣ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନ ଆକ୍ରମଣକୁ ନେଇ ଚର୍ଚ୍ଚାରେ ମିଷ୍ଟ୍ରି ଗର୍ଲ!

ଜେରୁଜେଲମ,୨୧।୯: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଲେବାନନରେ ପେଜର୍‌ ଆକ୍ରମଣ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଆକ୍ରମଣ ସହ ଜଡିତ ଅନେକ ତଥ୍ୟ ସାମ୍ନାକୁ ଆସୁଛି।...

୫୮ ପୁରୁଷଙ୍କ ସହ ସମ୍ପର୍କ ରଖି ଫସିଲେ ଚାଇନାର ‘ବିୟୁଟିଫୁଲ ଗଭର୍ନର’

ବେଜିଂ,୨୧।୯: ଦକ୍ଷିଣ-ପଶ୍ଚିମ ଚାଇନାର ଜଣେ ମହିଳାଙ୍କୁ ୧୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ଏବଂ ଅସଦାଚରଣ ପାଇଁ ଏକ ମିଲିୟନ ୟୁଆନ ଅର୍ଥାତ୍‌ ୧୮୩୦୦୦ ଆମେରିକୀୟ...

ଶ୍ରୀଲଙ୍କାରେ ଆଜି ରାଷ୍ଟ୍ରପତି ନିର୍ବାଚନ, ନାହାଁନ୍ତି ଜଣେ ବି ମହିଳା ପ୍ରାର୍ଥୀ

କଲମ୍ବୋ,୨୧।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ପଦ ପାଇଁ ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ ଉପରେ ଭାରତ ସମେତ ବିଶ୍ୱର ନଜର ରହିଛି। ୨୦୨୨ରେ,...

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ...

ଆମେରିକାର ଧ୍ରୁବୀ ପଟେଲ ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌

ଓ୍ବାଶିଂଟନ,୨୧ା୯: ଆମେରିକାର କମ୍ପ୍ୟୁଟର ଇନ୍‌ଫର୍ମେଶନ ସିଷ୍ଟମ୍‌ ଛାତ୍ରୀ ଧ୍ରୁବୀ ପଟେଲଙ୍କୁ ଚଳିତ ବର୍ଷର ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌ ବିଜେତା ଘୋଷଣା କରାଯାଇଛି। ଧ୍ରୁବୀ ବଲିଉଡ୍‌ ଅଭିନେତ୍ରୀ...

ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ରଖିଲା ଇସ୍ରାଏଲ, ହମାସ କଲା ଖାରଜ

ଜେରୁଜେଲମ,୨୦।୯: ଇସ୍ରାଏଲ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ଦେଇଛି। ଇସ୍ରାଏଲ କହିଛି ଯେ ଯଦି ସମସ୍ତ ବନ୍ଧକଙ୍କୁ ଏକାଠି ମୁକ୍ତ କରାଯାଏ ଏବଂ ଗାଜାକୁ ନିରସ୍ତ୍ର...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri