ଶେଖ ହସିନା ବାଂଲାଦେଶ ଛାଡୁଥିବାର ଭିଡିଓ ଭାଇରାଲ, ଦେଖନ୍ତୁ…

ଢାକା,୫।୮: ବାଂଲାଦେଶ ହିଂସା ମଧ୍ୟରେ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ପଦରୁ ଇସ୍ତଫା ଦେଇ ଦେଶ ଛାଡି ଏକ ସୁରକ୍ଷିତ ସ୍ଥାନକୁ ପଳାଇଯାଇଛନ୍ତି। ଏହା ପରେ ଦେଶର ଦାୟିତ୍ୱ ସେନା ନିଜ ହାତକୁ ନେଇଛି। ବାଂଲାଦେଶର ଏକ ଖବରକାଗଜ ଅନୁଯାୟୀ ପ୍ରଧାନମନ୍ତ୍ରୀ ତାଙ୍କ ସାନ ଭଉଣୀ ସହିତ ସୁରକ୍ଷିତ ଆଶ୍ରୟ ପାଇଁ ଭାରତ ଆସୁଛନ୍ତି।

ତେବେ ତାଙ୍କ ଇସ୍ତଫା ଏବଂ ଢାକା ଛାଡିବା ସମ୍ପର୍କରେ କୌଣସି ସରକାରୀ ନିଶ୍ଚିତକରଣ ହୋଇନାହିଁ। ସୂତ୍ର ଅନୁଯାୟୀ, ଦିନ ପ୍ରାୟ ୨.୩୦ରେ ପ୍ରଧାନମନ୍ତ୍ରୀ ସରକାରୀ ବାସଭବନରୁ ସେନା ହେଲିକପ୍ଟରରେ ଯାଇଥିଲେ। ତାଙ୍କ ସାନ ଭଉଣୀ ଶେଖ ରେହାନା ମଧ୍ୟ ତାଙ୍କ ସହ ଥିଲେ।

ଏଥି ସହିତ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଭିଡିଓରେ ଶେଖ ହସିନା ଏବଂ ତାଙ୍କ ଭଉଣୀ ଶେଖ ରେହାନା ହେଲିକପ୍ଟରରେ ବାଂଲାଦେଶ ଛାଡୁଥିବାର ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ଘରଦ୍ୱାର ହରାଇ ସ୍କୁଲ୍‌ରେ ନେଇଥିଲେ ଆଶ୍ରୟ: ଇସ୍ରାଏଲ୍‌ କଲା ବୋମାମାଡ଼

ଗାଜା ସିଟି,୨୧ା୯: ଯୁଦ୍ଧରେ ଘରଦ୍ୱାର ହରାଇ ପାଲେଷ୍ଟିନୀୟମାନେ ଗାଜା ସିଟିର ଏକ ସ୍କୁଲ୍‌ରେ ଆଶ୍ରୟ ନେଇଥିବାବେଳେ ସେଠାରେ ଇସ୍ରାଏଲ୍‌ ବୋମାମାଡ଼ କରିଛି। ଏଥିରେ ଅନୂ୍ୟନ ୨୧...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

ଲେବାନନ ଆକ୍ରମଣକୁ ନେଇ ଚର୍ଚ୍ଚାରେ ମିଷ୍ଟ୍ରି ଗର୍ଲ!

ଜେରୁଜେଲମ,୨୧।୯: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଲେବାନନରେ ପେଜର୍‌ ଆକ୍ରମଣ ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ଆକ୍ରମଣ ସହ ଜଡିତ ଅନେକ ତଥ୍ୟ ସାମ୍ନାକୁ ଆସୁଛି।...

୫୮ ପୁରୁଷଙ୍କ ସହ ସମ୍ପର୍କ ରଖି ଫସିଲେ ଚାଇନାର ‘ବିୟୁଟିଫୁଲ ଗଭର୍ନର’

ବେଜିଂ,୨୧।୯: ଦକ୍ଷିଣ-ପଶ୍ଚିମ ଚାଇନାର ଜଣେ ମହିଳାଙ୍କୁ ୧୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ଏବଂ ଅସଦାଚରଣ ପାଇଁ ଏକ ମିଲିୟନ ୟୁଆନ ଅର୍ଥାତ୍‌ ୧୮୩୦୦୦ ଆମେରିକୀୟ...

ଶ୍ରୀଲଙ୍କାରେ ଆଜି ରାଷ୍ଟ୍ରପତି ନିର୍ବାଚନ, ନାହାଁନ୍ତି ଜଣେ ବି ମହିଳା ପ୍ରାର୍ଥୀ

କଲମ୍ବୋ,୨୧।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ପଦ ପାଇଁ ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ ଉପରେ ଭାରତ ସମେତ ବିଶ୍ୱର ନଜର ରହିଛି। ୨୦୨୨ରେ,...

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ...

ଆମେରିକାର ଧ୍ରୁବୀ ପଟେଲ ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌

ଓ୍ବାଶିଂଟନ,୨୧ା୯: ଆମେରିକାର କମ୍ପ୍ୟୁଟର ଇନ୍‌ଫର୍ମେଶନ ସିଷ୍ଟମ୍‌ ଛାତ୍ରୀ ଧ୍ରୁବୀ ପଟେଲଙ୍କୁ ଚଳିତ ବର୍ଷର ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌ ବିଜେତା ଘୋଷଣା କରାଯାଇଛି। ଧ୍ରୁବୀ ବଲିଉଡ୍‌ ଅଭିନେତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri