Categories: ଖେଳ

ଟସ୍‌ ଜିତିଲା ବାଂଲାଦେଶ, ବୋଲିଂ ନିଷ୍ପତ୍ତି…

ଢାକା,୪।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିବସୀୟ ସିରିଜ ରବିବାର ଠାରୁ ଆରମ୍ଭ ହୋଇଛି। ଢାକାର ଶେରଏ ବାଂଲା ନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ବାଂଲାଦେଶ ଲିଟୋନ ଦାସ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଟିମ୍‌ ଇଣ୍ଢିଆ ଅଧିନାୟକ ରୋହିତ ଶର୍ମାଙ୍କ ସହିତ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛନ୍ତି।

Share