ବାଂଲାଦେଶରେ ଚିନ୍ମୟ ଦାସଙ୍କ ସମେତ ୧୬ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟ ଜବତ

ଢାକା,୨୯।୧୧: ବାଂଲାଦେଶରେ ଲଗାତାର ଭାବେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ନେଇ ପୁଣି ଏକ ଅପଡେଟ ସାମ୍ନାକୁ ଆସିଛି। ସେଠାରେ ବାଂଲାଦେଶ ବ୍ୟାଙ୍କର ଫାଇନାନସିୟାଲ ଇଣ୍ଟଲିଜେନ୍ସ ୟୁନିଟ ବଡ କାର୍ଯ୍ୟାନୁଷ୍ଠାନ ସ୍ବରୂପ ହିନ୍ଦୁ ସନ୍ଥ ଚିନ୍ମୟ ଦାସ ଏବଂ ଇସ୍କନର ୬ ସଦସ୍ୟଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାଂଲାଦେଶରେ ଏମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସସପେଣ୍ଡ କରାଯାଇଛି। BFIUର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ବାଂଲାଦେଶ ବ୍ୟାଙ୍କର ଫାଇନାନସିୟାଲ ଇଣ୍ଟଲିଜେନ୍ସ ୟୁନିଟ ଦେଶର ବ୍ୟାଙ୍କ ଓ ଆର୍ଥିକ ସଙ୍ଗଠନ ଏ ସମ୍ପର୍କରେ ନିର୍ଦ୍ଦେଶ ଦେଇଛନ୍ତି।

BFIU ପକ୍ଷରୁ ସାରା ଦେଶକୁ ଏନେଇ ଚିଠି କରାଯାଇଛି। ଯେଉଁଥିରେ ଉଲ୍ଲେଖ କରାଯାଇଛି କି ଯେଉଁମାନଙ୍କ ବ୍ୟାଙ୍କ ଆକାଉଣ୍ଟ ସସପେଣ୍ଡ କରାଯାଇଛି ସେମାନଙ୍କର ବ୍ୟବସାୟୀକ ଖାତା ବି ଆବଶ୍ୟକ ପଡିଲେ ସସପେଣ୍ଡ କରାଯିବ। ଚିଠିରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି କି ଚିନ୍ମୟ ଦାସଙ୍କ ସମେତ ଅନ୍ୟମାନେ ୩୦ ଦିନ ପର୍ଯ୍ୟନ୍ତ କୌଣସି ଲେଣଦେଣ କରିପାରିବେ ନାହିଁ। ଏହା ବ୍ୟତିତ BFIU କହିଛି କି ଆବଶ୍ୟକ ପଡିଲେ ଏହି ସମୟକୁ ବି ବୃଦ୍ଧି କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋହାରୁ କୋଚିନ ବିମାନ ଯାତ୍ରା କରି ଇତିହାସ ରଚିଲା ଇଭା

କୋଚି,୨୯।୧୧: ଇଭା ନାମକ ବିଲେଇ ଗୁରୁବାର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭିଭିଆଇପି ଯାତ୍ରୀ ହୋଇଛି। ଗୁରୁବାର ପୂର୍ବାହ୍ନ ୧୦ଟା ୧୭ରେ କୋଚି ନେଡୁମ୍ବାସେରି ଅନ୍ତର୍ଜାତୀୟ ବିମାନବନ୍ଦରରୁ...

ବାଂଲାଦେଶକୁ ନେଇ ଚିନ୍ତା ପ୍ରକଟ କଲେ ଜନି ମୋର୍‌, କହିଲେ ଦେଶର ଅସ୍ତିତ୍ୱ ପାଇଁ…

ଓ୍ବାଶିଂଟନ,୨୯ା୧୧: ବାଂଲାଦେଶରେ ଧାର୍ମିକ ସଂଖ୍ୟାଲଘୁଙ୍କ ପ୍ରତି ବଢୁଥିବା ବିପଦକୁ ନେଇ ଆମେରିକାର ପୂର୍ବତନ ଅନ୍ତରାଷ୍ଟ୍ରୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ (USCIRF) ସଦସ୍ୟ ଜନି ମୋର୍‌ ଗଭୀର...

ପାକିସ୍ତାନ ଏକ୍ସପର୍ଟଙ୍କ ବଡ଼ ଭବିଷ୍ୟବାଣୀ, କହିଲେ ୨୦୩୪ ପର୍ଯ୍ୟନ୍ତ ମୋଦି ରହିବେ…

ଇସଲାମାବାଦ/ନୂଆଦିଲ୍ଲୀ,୨୯।୧୧: ଭାରତୀୟ ରାଜନୀତି ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ...

ଦ୍ୱିତୀୟଥର ପାଇଁ କ୍ଷମା ମାଗିଲେ ପୁଟିନ, କହିଲେ ମୁଁ…

ମସ୍କୋ,୨୯ା୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କୁକୁରମାନଙ୍କୁ ବହୁତ ପସନ୍ଦ କରନ୍ତି। ଅନେକ ଥର ତାଙ୍କୁ ତାଙ୍କ ପୋଷା କୁକୁରମାନଙ୍କ ସହିତ ଦେଖିବାକୁ ମିଳିଥାଏ। କିନ୍ତୁ...

ବିପଦରେ ଟ୍ରମ୍ପଙ୍କ ଜୀବନ…, କାହିଁକି ଆମେରିକା ରାଷ୍ଟ୍ରପତିଙ୍କୁ ନେଇ ଏତେ ଚିନ୍ତା କରୁଛନ୍ତି ପୁଟିନ

ମସ୍କୋ,୨୯।୧୧: ରୁଷିଆ-ୟୁକ୍ରେନ ଯୁଦ୍ଧରେ କିଛି ବଡ ଘଟଣା ଘଟିବାକୁ ଯାଉଛି କି? ଗୁରୁବାର ରାତିରେ ୟୁକ୍ରେନର ରାଜଧାନୀ କ୍ୱିଭ ଉପରେ ହୋଇଥିବା ମାରାତ୍ମକ ଆକ୍ରମଣ ମଧ୍ୟରେ...

୧୬ ବର୍ଷରୁ କମ ବୟସର ପିଲାଙ୍କୁ ସୋସିଆଲ ମିଡିଆ ମନା, ଏମିତି ନ ହେଲେ ଦାୟୀ ରହିବେ କମ୍ପାନୀ

କାନବେରା,୨୯।୧୧: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ ଶୁକ୍ରବାର ଘୋଷଣା କରିଛନ୍ତି ଯେ ସୋସିଆଲ ମିଡିଆ କମ୍ପାନୀଗୁଡିକର ପିଲାମାନଙ୍କୁ ସୁରକ୍ଷା ଦେବା ପାଇଁ ଏକ ସାମାଜିକ ଦାୟିତ୍ୱ...

ଆକାଶରେ ରହସ୍ୟମୟ ଆଲୋକ ସ୍ତମ୍ଭ: କିପରି ହୁଏ ସୃଷ୍ଟି…

ଓଟ୍ଟାଓ୍ବା,୨୮ା୧୧: କାନାଡାର କେନ୍ଦ୍ରୀୟ ଆଲବର୍ଟା ଜନସାଧାରଣ ନିକଟରେ ରାତି ଆକାଶରେ ଶହ ଶହ ଆଲୋକ ସ୍ତମ୍ଭ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ରହସ୍ୟମୟ ଉଜ୍ଜ୍ୱଳ ଆଲୋକ...

ଚିନ୍ମୟ ଦାସଙ୍କ ଗିରଫକୁ ନେଇ ଗର୍ଜିଲେ ଶେଖ ହସିନା

ନୂଆଦିଲ୍ଲୀ/ଢାକା,୨୮।୧୧: ବହିଷ୍କୃତ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶଦ୍ରୋହ ଅଭିଯୋଗରେ ହିନ୍ଦୁ ଭିକ୍ଷୁ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରୀକୁ ତୀବ୍ର ନିନ୍ଦା କରିବା ସହ ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri