ବ୍ୟାଙ୍କ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୧।୩: ୯ ଦଫା ଦାବି ନେଇ ୟୁନାଇଟେଡ୍‌ ଫୋରମ୍‌ ଅଫ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ୟୁବି) ପକ୍ଷରୁ ଦିଆଯାଇଥିବା ୨ଦିନିଆ ବ୍ୟାଙ୍କ ଧର୍ମଘଟକୁ ଶୁକ୍ରବାର ସ୍ଥଗିତ କରି ଦିଆଯାଇଛି।

ଆସନ୍ତା ୨୩ ତାରିଖ ମଧ୍ୟରାତ୍ରରୁ ୨୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ୪୮ ଘଣ୍ଟା ପାଇଁ ଏହି ଧର୍ମଘଟ ଡାକରା ଦିଆଯାଇଥିଲା। CLC ସହ ଆଲୋଚନା ପରେ ଧର୍ମଘଟକୁ ସ୍ଥଗିତ ରଖାଯାଇଥିବା ୟୁଏଫ୍‌ୟୁବ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଶର୍ଟସର୍କିଟରୁ ନିଆଁଲାଗି ଜଳିଗଲା ଟ୍ରକ୍‌

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୁପା ଫାଣ୍ଡି ଅନ୍ତର୍ଗତ ଭବାନୀପାଟଣା-ରାୟଗଡା ୬ନଂ. ରାଜ୍ୟ ରାଜପଥ କିଡିଙ୍ଗ ଗ୍ରାମ ନିକଟରେ...

ବାଘ ଆକ୍ରମଣରେ ଗାଈର ମୃତ୍ୟୁ ସନ୍ଦେହ

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ କାନକୁଟରୁଠାରେ ରବିବାର ବାଘ ଆକ୍ରମଣରେ ଗୋଟିଏ ଗାଈର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି।...

ଗୋଟିଏ ନମ୍ବର ପ୍ଲେଟରେ ୨ ବସ୍‌ ଜବତ କଲା ପରିବହନ ଓ ପୋଲିସ ବିଭାଗ

ଭବାନୀପାଟଣା,୨୮ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସମାନ ନମ୍ବର ପ୍ଲେଟ ଥାଇ ୨ଟି ଘରୋଇ ବସ୍‌ ଚାଲୁଥିବାବେଳେ ପରିବହନ ଓ ପୋଲିସ ବିଭାଗ ହାତରେ...

ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା, ଆଲର୍ଟ ଜାରି

ଭୁବନେଶ୍ୱର,୨୮।୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। ପୂର୍ବାନୁମାନ ଅନୁଯାୟୀ, ଏପ୍ରିଲ ୨୯...

ରାସ୍ତା ନିର୍ମାଣ ବେଳେ ପେଟି ଠିକାଦାରଙ୍କୁ ଆକ୍ରମଣ

କେସିଙ୍ଗା,୨୮ା୪ (ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ପଞ୍ଚାୟତ ମଶାଣିବନ୍ଧ ଗ୍ରାମଠାରେ ଆର୍‌ଡ଼ି ବିଭାଗ ପକ୍ଷରୁ ରାସ୍ତାକାମ ଚାଲୁରହିଛି। ଏପରିସ୍ଥଳେ ଗ୍ରାମର...

ନାବାଳିକା ଶାଳୀଙ୍କୁ ବଳାତ୍କାର କରୁଥିଲେ ଭିଣେଇ, ସେ ଗର୍ଭବତୀ ଥିବା ଜଣାଇବା ପରେ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଏକ ଗାଁରେ ଅଭାବନୀୟ ଘଟଣା ଘଟିଛି। ୧୦ମ ଶ୍ରେଣୀରେ ପାଠ ପଢୁଥିବା ଜଣେ ନାବାଳିକା...

ବଜ୍ରାପାତରେ ଯୁବକ ଗୁରୁତର

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍‌ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ...

ମା’ ବଡରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଝାଲିଆଗୋଛାକୁ ହରାଇ ଛେଦାଭୂମୀ ଚାମ୍ପିୟନ

ଭଞ୍ଜନଗର,୨୮।୪ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପଞ୍ଚାୟତ ଝାଲିଆଗୋଛା ଠାରେ ଚାଲିଥିବା ମା’ ବଡରାଉଳ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image