ଦୀପାବଳିରେ ଫୁଟିବନି ବାଣ: ବଦଳରେ ଲୋକଙ୍କ ଅଜବ ଯୋଗାଡ଼, ଦେଖନ୍ତୁ ଭିଡିଓ

କରୋନା ମହାମାରୀ ଯୋଗୁ ଭାରତର କେତେକ ରାଜ୍ୟରେ ଦୀପାବଳିରେ ବାଣ ଫୁଟାଇବା ନିଷିଦ୍ଧ କରାଯାଇଛି। ଏଥିସହିତ ଏହାର ବିକ୍ରିବଟା ଉପରେ ମଧ୍ୟ ପ୍ରତିବନ୍ଧକ ଲାଗିଛି। ରାଜସ୍ଥାନ, ଦିଲ୍ଲୀ, ଓଡ଼ିଶା, ସିକିମ୍‌, ପଶ୍ଚିମବଙ୍ଗ ଏବଂ ମହାରାଷ୍ଟ୍ରରେ ବାଣ ପ୍ରତି କଟକଣା ଲାଗୁ ହୋଇଛି। କୌଣସି ବ୍ୟକ୍ତି ଏହି ନିୟମ ଉଲ୍ଲଂଘନ କଲେ ସେମାନଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ମାତ୍ର କିଛି ଲୋକ ଦୀପାବଳିକୁ କିପରି ପାଳନ କରିବେ ସେନେଇ ଏହାର ବିକଳ୍ପ ମଧ୍ୟ ବାଛିଛନ୍ତି। ଲୋକେ ଏକ ଅଜବ ପଦ୍ଧତି ଆପଣାଇଛନ୍ତି। ଯାହାକି ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଯାହାକୁ ଦେଖି ହସିହସି ଗଡ଼ିଯିବେ।

ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି, ଜଣେ ବ୍ୟକ୍ତି କିଛି ବେଲୁନ୍‌କୁ ଏକାଠି କରେ ଏହାର ସୂତାରେ ନିଆଁ ଲଗାଇ ଦେଉଛନ୍ତି। ନିଆଁ ବେଲୁନରେ ଲାଗିବା ପରେ ଏହା ବାଣଠାରୁ ମଧ୍ୟ ଜୋର୍‌ରେ ଶବ୍ଦ କରୁଛି। ଜଣେ ୟୁଜର ଫେସ୍‌ବୁକରେ ଭିଡିଓଟିକୁ ଶେୟାର କରିଛନ୍ତି। ଏଥିରେ କ୍ୟାପଶନ ଲେଖିଛନ୍ତି, ‘ବାଣ ବ୍ୟାନ୍‌ ହେବା ପରେ ନୂଆ ଆବିଷ୍କାର’।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ପ୍ରଥମ ଫଟୋ ସାମ୍ନାକୁ ଆସିଲା: ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ ଆତଙ୍କବାଦୀ ହାତରେ ଏକ ଅସ୍ତ୍ର ଏବଂ ପଠାନୀ...

Jammu Kashmir Terror Attack: ପହଲଗାମ୍‌ ଆକ୍ରମଣ ପରେ ଆସିଲା ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲା

ଇସଲାମାବାଦ୍‌,୨୩।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଉପରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମର ଏହି ଆକ୍ରମଣ ସହିତ କୌଣସି ସମ୍ପର୍କ...

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ କିଏ ଜାଣନ୍ତି? ମହଙ୍ଗା କାର ଆଧୁନିକ ଅସ୍ତ୍ରଶସ୍ତ୍ର ପ୍ରତି ରଖନ୍ତି ରୁଚି

ଶ୍ରୀନଗର,୨୩।୪: ଜମ୍ମୁ-କାଶ୍ମୀର ମାଟିରେ ପୁଣି ଥରେ ଆତଙ୍କବାଦ ମାଡ଼ି ଆସିଛି। ପହଲଗାମ୍‌ର ବୈସାରନ ଘାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଛନ୍ତି। ରିପୋର୍ଟ...

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ...

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ...

ଆତଙ୍କବାଦ ଆକ୍ରମଣକୁ ନେଇ ଆକ୍ସନ ମୋଡ୍‌ରେ ମୋଦି: ବିମାନରୁ ଓହ୍ଲାଇବା ମାତ୍ରେ ଡୋଭାଲଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୨୩।୪: କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image