ପାଣ୍ଡିଆନଙ୍କ ପାଇଁ ହାରିଲା ବିଜେଡି, ବାପି ସର୍ଖେଲଙ୍କ ଏଭଳି ବୟାନଙ୍କୁ ନେଇ ବଢ଼ୁଛି ଚର୍ଚ୍ଚା

ଭୁବନେଶ୍ୱର,୬।୯: ‘ପାଣ୍ଡିଆନଙ୍କ ପାଇଁ ହାରିଲା ବିଜେଡି’ ଏଭଳି କହିଛନ୍ତି ବିଜେଡି ନେତା ବାପି ସର୍ଖେଲ । କାର୍ତ୍ତିକ ପାଣ୍ଡିଆନଙ୍କ ବିରୋଧରେ ଏମିତି ଅସନ୍ତୋଷ ଜନକ କଥା କହିଛନ୍ତି ବାପି । ସେ କହିଛନ୍ତି, ୨୦୨୪ ପରାଜୟ ପାଇଁ ପାଣ୍ଡିଆନ ଦାୟୀ।

ପାଣ୍ଡିଆନଙ୍କ ବିରୋଧରେ ବିଜେଡିରେ ଅସନ୍ତୋଷ ତେଜୁଥିବା ବେଳେ ସାଧାରଣ ନିର୍ବାଚନରେ ଦଳର ପରାଜୟ ପାଇଁ ପାଣ୍ଡିଆନଙ୍କୁ ନେତା ଦୋଷ ଦେଉଛନ୍ତି। ତେବେ ବର୍ତ୍ତମାନ ପାରାଦୀପର ବିଜେଡି ନେତା ବାପିଙ୍କ ଏହି ବୟାନକୁ ନେଇ ଚର୍ଚ୍ଚା ବଢ଼ୁଛି। ଦଳୀୟ କର୍ମୀଙ୍କୁ ନେଇ ବସିଥିବା ବୈଠକରେ ବାପି ଦଳର ଶୋଚନୀୟ ପରାଜୟ ପାଇଁ ପାଣ୍ଡିଆନଙ୍କୁ ଦାୟୀ କରିଛନ୍ତି। ପାଣ୍ଡିଆନ ଓ ତାମିଲ ପ୍ରସଙ୍ଗ ଉଠାଇ ଭାଜପା ସରକାରକୁ ଆସିଛି ବୋଲି ସେ କହିଛନ୍ତି। ଅନ୍ୟପକ୍ଷେ ସେ ‘କଂଗ୍ରେସରେ ଥିବା ବେଳେ ନବୀନଙ୍କ ବିରୋଧରେ ପଦୁଟେ ବି ଙ୍କିଛିି କହିନାହିଁ, କାରଣ ସେ ଲୋକଙ୍କ ପାଇଁ କାମ କରନ୍ତି। ହେଲେ ପାଣ୍ଡିଆନଙ୍କ ପାଇଁ ଦଳର ପରାଜୟ ହେଲା।

ତେବେ ଆଗକୁ ଦଳକୁ ମଜଭୁତ କରିବାକୁ ନବୀନଙ୍କ ହାତମୁଠା ଟାଣ କରିବାକୁ ପଡ଼ିବ ବୋଲି ସେ କର୍ମୀଙ୍କୁ କହିଛନ୍ତି। ଅନ୍ୟପକ୍ଷେ କର୍ମୀମାନଙ୍କୁ ଅବଢ଼ା ଖୁଆଇ ଦଳରେ ଏକାଠି ହୋଇ ରହିବାକୁ ଶପଥ କରାଇଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri