ବାରବାଟୀ ମାଚ୍‌ ଦେଖିବାକୁ ଯାଉଥିଲେ ସାଙ୍ଗରେ ନେବେନାହିଁ ଏସବୁ…

କଟକ ଅଫିସ,୧୧।୬: ରବିବାର ବାରବାଟୀରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ। ଏହାକୁ ନେଇ ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ତେବେ ଷ୍ଟାଡିୟମକୁ ପାଣି ବୋତଲ ଓ ବାହାର ଖାଦ୍ୟକୁ ମନା କରାଯାଇଛି। କେବଳ ସେତିକି ନୁହେଁ ମ୍ୟାଚ୍‌ ବକ୍ସ, ହେଲମେଟ୍‌ ଏବଂ ବ୍ୟାଗ ମଧ୍ୟ ଷ୍ଟାଡିୟମକୁ ଅନୁମତି ନାହିଁ । ସେହିପରି ଖୁଚୁରା ପଇସା ନ ଆଣିଲେ ଭଲ ବୋଲି ଡିସିପି ପିନାକ ମିଶ୍ର ଶନିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେହିଭଳି ଟିକେଟରେ ‘ନୋ ମାସ୍କ ନୋ ଏଣ୍ଟ୍ରି’ ବୋଲି ଲେଖା ଅଛି। ଏଣୁ ମାସ୍କ ପିନ୍ଧିବାକୁ ସେ ଅନୁରୋଧ କରିଛନ୍ତି।

ଏହାଛଡ଼ା ବାରବାଟୀ ମୁକାବିଲା ପାଇଁ ୬୨ ପ୍ଲାଟୁନ ପୋଲିସ ମୁତୟନ ହେବେ। ୩ ଡିସିପି, ୭ ଅତିରିକ୍ତ ଡିସିପି ଓ ୩୨ ଏସିପି ମୁତୟନ ହେବେ। ୪୫ ଜଣ ଇନସ୍ପେକ୍ଟର ଓ ୨୭୦ ଜଣ ଏସ୍‌ଆଇ ଅଧିକାରୀ ମଧ୍ୟ ମୁତୟନ ହେବେ। ୧୧୩ ଜଣ ଟ୍ରାଫିକ ପୋଲିସ ଓ ୪୩ ଜଣ ମହିଳା କନଷ୍ଟେବଳ ରହିବେ। ତେବେ ଷ୍ଟାଡିୟମରେ ମୁତୟନ ପୋଲିସ ମଧ୍ୟ ମାସ୍କ ପିନ୍ଧିବେ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri