ବିଶ୍ୱସ୍ତରୀୟ କ୍ରୀଡା କ୍ୟାମ୍ପସରେ ପରିଣତ ହେବ ବାରବାଟୀ ଷ୍ଟାଡିୟମ, ୬୦ ହଜାର ଦର୍ଶକ ବସିବାକୁ ରହିବ ବ୍ୟବସ୍ଥା

ଭୁବନେଶ୍ୱର,୨୧।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଏହି ସମୟରେ ରାଜ୍ୟରେ କ୍ରିକେଟ ବିକାଶ ସମ୍ପର୍କରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପ୍ରଣବ ପ୍ରକାଶ ଦାସ ଏବଂ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ବାରବାଟୀ କ୍ରିକେଟ ଷ୍ଟାଡିୟମର ୬୦,୦୦୦ ଆସନ କ୍ଷମତା ବିଶିଷ୍ଟ ଯୋଜନାଗୁଡିକର ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପ ରାଜ୍ୟ ସରକାରଙ୍କ ୫ଟି ପରିବର୍ତ୍ତନ ପଦକ୍ଷେପ ଅଧୀନରେ ନିଆଯିବ। ବାରବାଟୀ ଷ୍ଟାଡିୟମ କ୍ରିକେଟର ତଥା ଅନ୍ୟାନ୍ୟ କ୍ରୀଡା ବିଭାଗ ପାଇଁ ସର୍ବୋତ୍ତମ ସୁବିଧା ସହିତ ବିଶ୍ୱ ସ୍ତରୀୟ କ୍ରୀଡା କ୍ୟାମ୍ପସରେ ବିକଶିତ ହେବ। ରାସ୍ତାରୁ ପାର୍କିଂ ଠାରୁ ଷ୍ଟାଡିୟମକୁ ପ୍ରବେଶ ପର୍ଯ୍ୟନ୍ତ ଏବଂ ଖାଦ୍ୟ କୋର୍ଟ, ଶୌଚାଳୟ ଇତ୍ୟାଦି ସୁବିଧାଜନକ ଦୃଷ୍ଟିରୁ ଦର୍ଶକମାନେ ଅନ୍ତର୍ଜାତୀୟ ମାନଦଣ୍ଡ ଅନୁଭବ କରିବେ। ଏହି କ୍ୟାମ୍ପସରେ ଅନ୍ୟାନ୍ୟ କ୍ରୀଡା ବିଭାଗ ପାଇଁ ମଧ୍ୟ ସୁବିଧା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…

ଭୁବନେଶ୍ୱର,୨୨।୧୧: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…

ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ...

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ...

ଚମକିଲେ ଜୁନିଅର୍‌ ସେହ୍ବାଗ: ବାପାଙ୍କ ପରେ ପୁଅ କରିପାରନ୍ତି କମାଲ୍‌

ଶିଲଂ, ୨୨ା୧୧: ୧୯ ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଦିଲ୍ଲୀ ତରଫରୁ ଖେଳୁଥିବା ଭାରତର ମହାନ ବ୍ୟାଟର ବୀରେନ୍ଦ୍ର ସେହ୍ବାଗଙ୍କ ପୁତ୍ର...

ଘନ କୁହୁଡି ନେଇ ୩ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ...

୨୧୭ ରନ୍‌, ୧୭ ଉଇକେଟ୍‌: ପ୍ରଥମ ଦିନରେ ପ୍ରଧାନ୍ୟ ବିସ୍ତାର କଲେ ବୋଲର୍‌

ପର୍ଥ,୨୨।୧୧: ପର୍ଥ ଟେଷ୍ଟର ପ୍ରଥମ ଦିନରେ ଖେଳ ଶେଷ ହୋଇଛ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୬୭ ରନ ସଂଗ୍ରହ କରିଛି। ଭାରତ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri