Advertisement

ବରଗଡ଼ ବିଧାନସଭା: ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍‌ ଗଣତି ଚାଲିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଆଗୁଆ ଅଛନ୍ତି। ଅଶ୍ବିନୀଙ୍କୁ ୫୫୧୪ ଭୋଟ୍‌ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟଙ୍କ ସପକ୍ଷରେ ୪୭୧୭ ଖଣ୍ତ ଭୋଟ୍‌ ପଡ଼ିଛି। କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶଙ୍କୁ ୩୮୧ ଭୋଟ୍‌ ମିଳିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share