ବରଗଡ଼ର ୩ ମନ୍ଦିରକୁ ମିଳିଲା ପର୍ଯ୍ୟଟନସ୍ଥଳୀର ମାନ୍ୟତା: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ଚିହ୍ନଟ କରିବା ସହ ବହୁମାତ୍ରାରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ସ୍ଥାୟୀ ପର୍ଯ୍ୟଟନର ବିକାଶ ତଥା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଏବଂ ପ୍ରାକୃତିକ ଐତିହ୍ୟର ପ୍ରଭାବଶାଳୀ ପ୍ରଚାର ପ୍ରସାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବା ସହିତ ରାଜ୍ୟ ବିଭିନ୍ନ ଜିଲାରୁ ୨୦ଟି ନୂତନ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଛନ୍ତି।

ଏଥିରେ ବରଗଡ଼ ଜିଲାର 3ମନ୍ଦିର ଅର୍ଥାତ୍‌ ଭଟଲିର ଦଧିବାମନ ମନ୍ଦିର, ଅମ୍ବାଭୋନାର କେଦାରନାଥ ମନ୍ଦିର ଏବଂ ବରଗଡ଼ ବ୍ଲକର ବୈଷ୍ଣୋଦେବୀ ମନ୍ଦିର ରହିଛି। ଏହାଦ୍ୱାରା ଜିଲାରେ ବର୍ତ୍ତମାନ ସ୍ବୀକୃତିପ୍ରାପ୍ତ ପର୍ଯ୍ୟଟନସ୍ଥଳୀର ସଂଖ୍ୟା ୧୩ କୁ ପହଞ୍ଚିଛି। ନୂତନଭାବେ ଚିହ୍ନଟ ହୋଇଥିବା ପର୍ଯ୍ୟଟନ କେନ୍ଦ୍ର ଗୁଡ଼ିକ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରକୁ ଆହୁରି ମଜବୁତ୍‌ କରିବ ଏବଂ ନିଯୁକ୍ତି, ନିବେଶ, ଆଞ୍ଚଳିକ ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବ ବୋଲ ସାଧାରଣରେ ଆଶା ପ୍ରକଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

ଇଫ୍‌ତାର ପାର୍ଟିରେ ଯୋଗଦେଲେ ବିଧାୟକ

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଚାଲିଛି ପବିତ୍ର ରମ୍‌ଜାନ ମାସ। ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ମୁସଲମାନ ଭାଇମାନଙ୍କ ପକ୍ଷରୁ ଶନିବାର ରାତିରେ ସୁଲତାନିଆ ମସ୍‌ଜିଦଠାରେ ଇଫ୍‌ତାର ପାର୍ଟି ଆୟୋଜନ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ପୋଲସିକୁ ମାଡ଼ମରା ଘଟଣା: ଆକ୍ସସନର ରିଆକ୍ସନ ଦେଖାଇଲା ପୋଲିସ

ମୋହନା,୨୨ା୩ (ମନ୍ମଥ ମିଶ୍ର): ଗୁରୁବାର ବିଳମ୍ବିତ ରାତିରେ ଗାଁରେ ପଶି ଗଞ୍ଜେଇ ରେଡ କଲା ବେଳେ ମାଡ଼ ଖାଇଥିଲେ ପୋଲିସ। ପୋଲିସ ଗାଡ଼ିକୁ ବି ଭାଙ୍ଗି...

ବର୍ଷା ପାଣିରେ ଉବୁଟୁବୁ ମାର୍କେଟ

ଜି.ଉଦୟଗିରି,୨୨ା୩ (ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଅଦିନିଆ ବର୍ଷା ଯୋଗୁ ରାସ୍ତା ଘାଟ ଅବସ୍ଥା ବେହାଲ ହୋଇଥିବା ବେଳେ ଭଞ୍ଜ ମାର୍କେଟ କମ୍ପ୍ଲେକ୍ସ ବର୍ଷା ପାଣିରେ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌...

ନାବାଳିକା ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର, ୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକସ ଅଦାଲତ ବିଚାରପତି ପ୍ରଣତି ପଟ୍ଟନାୟକ ଶନିବାର ଏକ ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ପ୍ରମାଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image