ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ-ବର୍ଷା

କଟକ ଅଫିସ,୧୬।୨: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ମାମଲା ତୁଟିବାର ନାଁ ନେଉନାହିଁ। ଗୁରୁବାର ଏହି ମାମଲାରେ ଅନୁଭବ-ବର୍ଷା ହାଜର ହୋଇଛନ୍ତି। ତେବେ ମାମଲାରେ ଚତୁର୍ଥ ଥର ପାଇଁ ଆଜି ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ହୋଇଥିଲା। ହେଲେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ପ୍ରକ୍ରିୟା ଅସମ୍ପୂର୍ଣ୍ଣ ରହିଛି। ପରବର୍ତ୍ତୀ ତାରିଖରେ ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ଜାରି ରହିବ ବୋଲି ଜଣାପଡିଛି। ପୂର୍ବରୁ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ ଶେଷ ହୋଇସାରିଛି। ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ଶେଷ ହେବା ପରେ ଉଭୟଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

୩୩ ଦିନ ଚାଲିବ ରେଡ୍‌ ଡ୍ରପ୍‌ ମାରାଥନ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ସ୍ବେଚ୍ଛାସେବୀ ସଙ୍ଗଠନ ନିଷ୍ଠା ପରିବାର ପକ୍ଷରୁ ୨୦୨୫ ଜାନୁୟାରୀ ୧ତାରିଖରୁ ଫେବୃୟାରୀ ୨ତାରିଖ ପର୍ଯ୍ୟନ୍ତ ୩୩ ଦିନ ଧରି ରେଡ୍‌ ଡ୍ରପ୍‌ ମାରାଥନ୍‌...

ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ: ଧର୍ମେନ୍ଦ୍ର

ପାରାଦୀପ, ୨୪।୧୨(ଶରତ ରାଉତ):ପୂର୍ବୋଦୟରୁ ଭାରତର ବିକାଶ ହେବ। ଏହାର ପ୍ରକୃଷ୍ଟ ସ୍ଥାନ ହେଉଛି ପାରାଦୀପ। ରାଜ୍ୟ ଓ ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ। ବିଶ୍ୱ...

ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍‌

ଭୁବନେଶ୍ୱର, ୨୪ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ଗ୍ରୀନ୍‌ ହାଇଡ୍ରୋଜେନ୍‌ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସୋମବାର ତ୍ରିପାକ୍ଷିକ ବୁଝାମଣାପତ୍ର...

ଲଘୁଚାପ ସକ୍ରିୟ: ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୧୨(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ବାହ୍ୟ ବଳୟ ପ୍ରଭାବରେ ଦକ୍ଷିଣ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାର କିଛି...

ଭାଙ୍ଗିଲା କଲେଜ ପରିଚାଳନା କମିଟି

ଭୁବନେଶ୍ୱର,୨୪।୧୨(ସୁଚିସ୍ମିତା ସାହୁ): ରାଜ୍ୟ ସରକାର ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ନିଂ ବଡି ବା ପରିଚାଳନା କମିଟିକୁ ଭାଙ୍ଗି ଦେଇଛନ୍ତି। ଏନେଇ ବିଜ୍ଞପ୍ତି ଜାରି...

ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ...

ଛାତ୍ରୀ ନିବାସରୁ ରାସନ ସାମଗ୍ରୀ ବୋଝେଇ ଗାଡି ଅଟକ: ପ୍ରଧାନ ଶିକ୍ଷକଙ୍କୁ ଘେରିଗଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୩ା୧୨(ଦୁର୍ଗା କୀର୍ତ୍ତି): ଛାତ୍ରୀ ନିବାସ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ରାସନ ସାମଗ୍ରୀ ନେଇ ଚମ୍ପଟ ମାରୁଥିବା ବେଳେ ଗ୍ରାମବାସୀଙ୍କ ଦ୍ଵାରା ଗାଡିକୁ ଅଟକ ରଖାଯାଇଥିବା...

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri