ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ ରଜାପଡ଼ାରେ ଥିବା ସ୍ବର୍ଗତଃ ବିଜୟ ରଞ୍ଜନ ସିଂ ବରିହାଙ୍କ ସମାଧିପୀଠରେ ମାଲ୍ୟାର୍ପଣ କଲା ପରେ ପ୍ରଥମେ ବିଜୁ ଜନତା ଦଳ କାର୍ଯ୍ୟାଳୟକୁ ଯାଇଥିଲେ। ଆଜି ତାଙ୍କ ପ୍ରାର୍ଥିପତ୍ର ଦାଖଲର ଦିବସ ହୋଇଥିବାରୁ ପଦ୍ମପୁର ସହର ଚଳଚଞ୍ଚଳ ହୋଇପଡ଼ିଛି।

ଏପରିକି ଗ୍ରାମାଞ୍ଚଳ ତଥା ପାଇକମାଳ, ଝାରବନ୍ଧ ଅଞ୍ଚଳରୁ ତାଙ୍କ ନାମାଙ୍କନପତ୍ର ଦାଖଲରେ କର୍ମୀମାନେ ଯାନବାହନ ଯୋଗେ ଆସୁଥିବା ଲକ୍ଷ୍ୟ କରାଯାଇଛି। ବାପାଙ୍କ ସମାଧିପୀଠରେ ମାଲ୍ୟାର୍ପଣ କରୁଥିବା ସମୟରେ ଅତୀତର ଅଭୁଲା ସ୍ମୃତିକୁ ମନେ ପକାଇ ବର୍ଷାଙ୍କ ଆଖିରୁ ଲୁହଧାର ଝରିପଡ଼ିଥିଲା। ସାଙ୍ଗରେ ସ୍ବାମୀ ସ୍କୃତି ସୌରଭ ବଳିୟାର ସିଂ, ଭାଇ ଭୋଜରାଜ ସିଂ ବରିହା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Dilip Ghosh: ୬୦ ବର୍ଷ ବୟସରେ ବିବାହ କରିବେ ଭାଜପା ନେତା, ଧରିବେ ଦଳୀୟ ସହଯୋଗୀଙ୍କ ହାତ

କୋଲକାତା,୧୮।୪: ପଶ୍ଚିମବଙ୍ଗର ପୂର୍ବତନ ଭାଜପା ସଭାପତି ଦିଲୀପ ଘୋଷ ୬୦ବର୍ଷ ବୟସରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ତାଙ୍କର ଭାଜପା ସହଯୋଗୀ ରିଙ୍କୁ...

Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ

ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ...

ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ...

ବନ୍ଧୁକ ଛାଡ଼ିଲେ ୨୨ ମାଓବାଦୀ

ସୁକମା,୧୮।୪: ଦିନକୁ ଦିନ ଭୁଷୁଡୁଛି ମାଓବାଦୀଙ୍କ ଗଡ଼। ବନ୍ଧୁକ ଛାଡି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ। ଶୁକ୍ରବାର ଛତିଶଗଡ଼ ସୁକୁମା ପୋଲିସ ନିକଟରେ ୨୨ ମାଓବାଦୀ...

Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା

ଓଡ଼ିଶୀ ନୃତ୍ୟର ପରମ୍ପରାକୁ ସଂରକ୍ଷଣ ଓ ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ...

ଟ୍ରମ୍ପ୍‌ଙ୍କୁ ‘ସୁପ୍ରିମ’ ଝଟ୍‌କା: ନିଷ୍ପତ୍ତି ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଏକ ଝଟକା ଲାଗିଛି। ଜନ୍ମରୁ ନାଗରିକତା ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ କୋର୍ଟ...

ମାଲେସିଆ ବୁଲିବେ ଓଡ଼ିଶା ଚାଷୀ

ଭୁବନେଶ୍ୱର,୧୮।୪: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାରଠାରୁ ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ...

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍‌ ସ୍ଲିପ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image