ଟିକେଟ୍‌ ନ ମିଳିବା ପରେ ଏମିତି କହିଲେ ବସନ୍ତ

ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ୪ଟି ଆସନରେ ବିଜୟୀ ପ୍ରାର୍ଥୀଙ୍କୁ ମଧ୍ୟ ଦଳ ଏଥର ଲୋକ ସଭା ଟିକେଟ ଦେଇନାହିଁ। ୨୦୧୯ ନିର୍ବାଚନରେ ବିଜୟୀ ହୋଇଥିବା ଏମ୍‌ପି ସୁରେଶ ପୂଜାରୀ, ନିତେଶ ଗଙ୍ଗଦେବ, ବସନ୍ତ ପଣ୍ଡା ଏବଂ ବିଶ୍ୱେଶ୍ୱର ଟୁଡୁଙ୍କୁ ଏଥର ଦଳ ପ୍ରାର୍ଥୀ କରିନାହିଁ।
ତେବେ ଟିକେଟ୍‌ ନ ପାଇ ମଧ୍ୟ ଭାଜପାର ପ୍ରାର୍ଥୀ ତାଲିକାକୁ ବସନ୍ତ ପଣ୍ଡା ସ୍ବାଗତ କରିଛନ୍ତି। ସେ ମୋଦିଙ୍କ ବିକାଶ କାମକୁ ନେଇ ନିର୍ବାଚନ ଲଢ଼ିବୁ ବୋଲି କହିଛନ୍ତି।

୨୦୨୪ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ରବିବାର ଓଡ଼ିଶାର ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ହେଲେ ୬ଟି ଲୋକ ସଭା ନିର୍ବାଚନମଣ୍ଡଳୀରେ ଦଳ ପ୍ରାର୍ଥୀ ବଦଳାଇଛି। ଏଥିରୁ ୪ଟି ଆସନରେ ବିଜୟୀ ପ୍ରାର୍ଥୀଙ୍କୁ ମଧ୍ୟ ଦଳ ଲୋକ ସଭା ଟିକେଟ ଦେଇନାହିଁ। ସେହିପରି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଭାଜପା ମୟୂରଭଞ୍ଜରୁ ଟିକେଟ ନ ଦେବା ଚର୍ଚ୍ଚାର ବିଷୟ ପାଲଟିଛି। ଅନ୍ୟପକ୍ଷରେ ରାଜ୍ୟର ୩ ପ୍ରମୁଖ ଲୋକ ସଭା ଆସନ କଟକ, ଯାଜପୁର ଏବଂ କନ୍ଧମାଳରେ ଭାଜପା କାହାକୁ ପ୍ରାର୍ଥୀ କରିବ ସେନେଇ ଘୋଷଣା ନ କରିବା ମଧ୍ୟ ଚର୍ଚ୍ଚାର ବିଷୟ ହୋଇଛି। ଏହି ୩ ଆସନରେ ଭାଜପା ଅନ୍ୟ ଦଳରୁ ଆମଦାନୀ ନେତାଙ୍କୁ ପ୍ରାଧାନ୍ୟ ଦେଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri