Posted inଫୁରସତ

ଗଧ ପିଠିରେ ବସି ବାସ୍କେଟବଲ୍‌

ବାସ୍କେଟବଲ୍‌ ଖେଳକୁ ଅନେକେ ଭଲ ପାଆନ୍ତି। ସାଙ୍ଗସାଥୀଙ୍କ ସହ ଟିମ୍‌ ହୋଇ ଅନେକେ ଖେଳିଥିବେ ମଧ୍ୟ। ହେଲେ ଏଠାରେ ଯେଉଁ ବାସ୍କେଟ୍‌ ବଲ କଥା କୁହାଯାଉଛି ତାହା ସମ୍ପୂର୍ଣ୍ଣ ଭିନ୍ନ। ଏଥିରେ ବାସ୍କେଟ ବଲ୍‌ ଖେଳାଯାଏ ଗଧ ପିଠିରେ ବସି। ୧୯୩୦ ମସିହାରେ ଏକ ଅବସରକାଳୀନ ଖେଳଭାବେ ଏହାର ଆରମ୍ଭ ମଧ୍ୟପଶ୍ଚିମ ଆମେରିକାରେ ହୋଇଥିଲା। ତାହା ବେଶ୍‌ ଲୋକପ୍ରିୟ ବି ହୋଇପାରିଥିଲା। ତେବେ ଏଭଳି ଖେଳିବା ସମୟରେ ଅନେକଥର ଗଧଗୁଡ଼ିକ ପଡ଼ି ଯାଆନ୍ତି। ଗଧମାନେ ସାଧାରଣତଃ ୬୮ କି.ଗ୍ରା. ଭାର ବହନ କରିପାରନ୍ତି। ହେଲେ ତାଙ୍କ ଉପରେ ଅଧିକ ଓଜନର ମଣିଷ ବସି ଖେଳିବାଯୋଗୁ ଗଧଗୁଡ଼ିକ ଅନେକ ଚାପ ଓ କଷ୍ଟ ସହନ୍ତି। ଅନେକ ସମୟରେ ଗଧଙ୍କୁ ଟଣାଓଟରା କରାଯାଏ, କାନ ଓ ଲାଞ୍ଜ ବି ଟଣାଯାଏ। ଏମିତିକି ମ୍ୟାଚ୍‌ ଚାଲିଥିବାବେଳେ ଯେମିତି ମଳତ୍ୟାଗ ନ କରନ୍ତି ତାଙ୍କୁ ଖାଇବାକୁ ମଧ୍ୟ ଦିଆଯାଏ ନାହିଁ। ଫଳରେ ପରବର୍ତ୍ତୀ ସମୟରେ ପେଟା ଏହି ଖେଳକୁ ପ୍ରାଣୀଙ୍କ ପ୍ରତି ଅତ୍ୟାଚାର କହିଥିଲା। ହେଲେ ଲୋଓ୍ବା ଅଧିବାସୀ ଏହାକୁ ଖାତିର କରି ନ ଥିଲେ। ଏହି ଖେଳ ତାଙ୍କ ସଂସ୍କୃତିର ଏକ ଅଂଶ ଓ ସେମାନେ ଏହି ଖେଳ ବଜାୟ ରଖିବେ ବୋଲି ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଏଫ୧ କାର୍‌କୁ ଖାଇଛନ୍ତି କି

ଏଫ୍‌୧ କାର୍‌ ରେସ୍‌ ଦେଖିବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଏହାକୁ ଦେଖିବାବେଳେ ମନରେ ଜୋଶ୍‌ ଭରିଯାଏ। ହେଲେ ଏହା ଏକ ବିପଜ୍ଜନକ ଖେଳ। ଏହାର...

ନିଜ ପେଟରେ ନିଜ ଯମଜ: ପୁରୁଷ ପେଟ ଭିତରେ ମଣିଷ ଛୁଆ

ମହାରାଷ୍ଟ୍ର, ନାଗପୁରର ସଞ୍ଜୁ ଭଗତଙ୍କ ଜୀବନ କାହାଣୀ ବେଶ୍‌ ଅଜବ। ୧୯୬୩ରେ ତାଙ୍କର ଜନ୍ମ। ପ୍ରଥମେ ତ ସେ ଅନ୍ୟ ପିଲାଙ୍କ ପରି ସାଧାରଣ ପିଲାଟିଏ...

ସାହିତି୍ୟକ ତଥା ଶିକ୍ଷାବିତ୍‌ ଶ୍ରୀବିଷ୍ଣୁପ୍ରସାଦ ଦଳେଇ ନିଜ ପ୍ରଥମ ରୋଜଗାର ସମ୍ପର୍କରେ କ’ଣ କୁହନ୍ତି ଜାଣନ୍ତୁ

ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଡକ୍ଟର ମାୟାଧର ମାନସିଂହଙ୍କ ଭିଟାମାଟି କୁହାଯାଉଥିବା ନନ୍ଦଳା ଗ୍ରାମରେ ମୋ ଜନ୍ମ। ଯୌଥ ପରିବାରରେ ବଢିଛି; ତେଣୁ ସବୁ...

୬ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଗୋଲ୍ଡ ମେଡାଲ ହାସଲ କରିଥିବା ଭାଲେନା ଭାଲେଣ୍ଟିନା କହିଲେ ବିବାହ ସିକ୍ରେଟ୍‌

ସମସ୍ତେ ତାଙ୍କୁ ଜାଣନ୍ତି ‘କରାଟେ କୁଇନ୍‌’ ଭାବେ। ୨୦୧୦ ଏସିଆନ୍‌ ଗେମ୍ସରେ ବ୍ରୋଞ୍ଜ ମେଡାଲ ମ୍ୟାଚ୍‌ ପର୍ଯ୍ୟନ୍ତ ପହଞ୍ଚତ୍ପାରିଥିବା, ୨୬ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଗୋଲ୍ଡ ମେଡାଲ...

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ପରିସଂଖ୍ୟାନ ଦିବସ

୨୦ ଅକ୍ଟୋବରରେ ସାରା ବିଶ୍ୱରେ ପରିସଂଖ୍ୟାନ ଦିବସ ପାଳନ କରାଯାଏ। ମାତ୍ର ଭାରତରେ ଜାତୀୟ ପରିସଂଖ୍ୟାନ ଦିବସ ୨୯ ଜୁନ୍‌ରେ ପାଳନ କରାଯାଏ। ମିଳିତ ଜାତିସଂଘର...

ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ’ ପାଇଁ କନ୍ୟାଟିଏ ଖୋଜି ଦିଅନ୍ତୁ; ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀ କଲେ ଅପିଲ୍‌…

ଲକ୍ଷ୍ନୌ,୧୮।୧୦: ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ ପାଇଁ ବଧୂଟିଏ ଖୋଜି ଦିଅନ୍ତୁ। ଏହା ହେଉଛି ଜଣେ ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଅପିଲ।...

ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି

ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍‌ ଦୃଷ୍ଟିସମ୍ପନ୍ନ...

ଏମିତି ଇସ୍ତଫା ପତ୍ର ଲେଖିଲେ କର୍ମଚାରୀ, ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୫।୧୦: ସୋସିଆଲ ମିଡିଆରେ ଅନେକ ସମୟରେ ଅଜବ ଉପାୟରେ ଲେଖାଯାଇଥିବା ଚାକିରି ଅଫର କିମ୍ବା ଇସ୍ତଫା ପତ୍ର ଭାଇରାଲ ହୁଏ। କେତେକରେ, କର୍ମଚାରୀମାନେ ସେମାନଙ୍କର ଯନ୍ତ୍ରଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri