ଭିଜିଲାନ୍ସ ଜାଲରେ ବିଡ଼ିଓ

ବାଲେଶ୍ୱର ଅଫିସ,୧୮।୬: ଭିଜିଲାନ୍ସ ଜାଲରେ ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସ। ଆୟ ବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ରେଡ୍‌ କରିଛି। କଟକ ଡିଭିଜନର ୫ ଜଣ ଡିଏସ୍‌ପି ଏବଂ ୯ ଜଣ ଇନ୍ସପେକ୍ଟର ନେତୃତ୍ୱରେ ୫ଟି ଟିମ୍‌ ଗଠନ କରାଯାଇଛି। ଏହି ପାଞ୍ଚଟି ଟିମ୍‌ ଏକକାଳୀନ ୬ଟି ଜାଗାରେ ଚଢ଼ାଉ କରିଛନ୍ତି । କଟକରେ ତିନୋଟି ସ୍ଥାନରେ ଝିଙ୍କିରିଆ ସ୍ଥିତ ନିଜ ଘର , କଳାପଦା ସ୍ଥିତ ଦୁଇ ମହଲା ବିଶିଷ୍ଟ ଘର, ଜଳେଶ୍ବର ବ୍ଲକ ଅଫିସ , ଜଳେଶ୍ବର ସରକାରୀ ବାସଭବନ,କଟକରେ ତାଙ୍କ ସ୍ତ୍ରୀ ରହୁଥିବା ଖପୁରିଆ ସ୍ଥିତ ବାସଭବନ , କେନ୍ଦ୍ରାପଡା ସ୍ଥିତ ଭୂଇଁପୁର ଗ୍ରାମରେ ଏକକାଳୀନ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri