ଭିଜିଲାନ୍ସ ଜାଲରେ ବିଡିଓ: ୫ ସ୍ଥାନରେ ଏକକାଳୀନ ଚଢାଉ

ଖଡିଆଳ,୧୭।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ନୂଆପଡା ଜିଲା ଖଡିଆଳ ବିଡିଓ ନାରାୟଣ ସାହୁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନାରାୟଣ ସାହୁଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସମ୍ବଲପୁର ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ବିଡିଓଙ୍କ ବରଗଡସ୍ଥିତ ଭଡା ଘର, ବଲାଙ୍ଗୀର ଲୋଇସିଂହା, ବ୍ଲକ୍‌ ପୈତୃକ ଗାଁ କୁଶମେଲ, ଖଡିଆଳ ସରକାରୀ ବାସଭବନ ଏବଂ ସରକାରୀ କାର୍ଯ୍ୟାଳୟରେ ଏକକାଳୀନ ଚଢାଉ ଜାରି ରହିଛି। ଭିଜିଲାନ୍ସ ବିଭାଗର ୩ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ଓ ୪ଜଣ ଏଏସ୍‌ଆଇ ଏହି ଚଢାଉରେ ସାମିଲ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଲାଠୋର,୫ା୪(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ସୁନାମୁଦି ଗ୍ରାମର ସୁଶାନ୍ତ ବାଗ(୧୯) ମହାରାଷ୍ଟ୍ରକୁ କାମ କରିବାକୁ ଯାଇଥିଲେ। ସେଠାରେ ସେ ଆମତ୍ହତ୍ୟା କରିଛନ୍ତି...

ରାଜାଙ୍କ ଫାର୍ମହାଉସରେ କ୍ରାଇମବ୍ରାଞ୍ଚର ତନାଘନା 

କେନ୍ଦୁଝର,୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଶାଖାର ଏକ ଟିମ୍‌ ଶନିବାର କେନ୍ଦୁଝର ଯାଇ ରାଜା ଚକ୍ରଙ୍କ ଗୋପାଳପୁରସ୍ଥିତ ଫାର୍ମହାଉସ୍‌ରେ ତନାଘନା କରିଛି। ସେଠାରେ...

‘ଧ୍ୱଂସ ପାଦ ଦେଶରେ ବିଜେଡି; ଏମିତି ସମୟ ଆସିବ ଶଙ୍ଖ ଚିହ୍ନ ନ ଥିବ, ଓଡ଼ିଶାରୁ ହଜିଯିବ’

ଭୁବନେଶ୍ୱର,୫।୪: ଦାଣ୍ଡରେ ପଡ଼ି ହାଟରେ ଗଡ଼ିବାକୁ ଲାଗିଲାଣି ବିଜେଡି ଅନ୍ତଃକନ୍ଦଳ। ଓ୍ବକଫ୍‌ ବିଲ୍‌କୁ ନେଇ ଦଳର ଏମ୍‌ପି ସସ୍ମିତ ପାତ୍ରଙ୍କ ଆଭିମୁଖ୍ୟ ସ୍ପଷ୍ଟ ହେବା ପରେ...

ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି ସରକାର, ସମୂହ ଛୁଟିରେ ଗଲେ ବେଗୁନିଆପଡ଼ାବ୍ଲକ ଯୋଗାଣ ସହାୟକ

ବେଗୁନିଆପଡା,୫।୪(ସୁଶାନ୍ତ କୁମାର ପଟ୍ଟନାୟକ): ଯୋଗାଣ ସହାୟକମାନଙ୍କ ଦାବିକୁ ସରକାର କର୍ଣ୍ଣପାତ କରୁ ନ ଥିବା ଅଭିଯୋଗରେ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ଶନିବାରଠାରୁ ବେଗୁନିଆପଡ଼ା ବ୍ଳକର...

କାନାଡ଼ାରେ ଭାରତୀୟଙ୍କୁ ହତ୍ୟା

ଓଟାଓ୍ବା,୫।୪: କାନାଡାର ଓଟାୱା ସହର ନିକଟରେ ଜଣେ ଭାରତୀୟ ନାଗରିକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ...

ପ୍ରଥମଥର ପଡ଼ିଆରେ ନଜର ଆସିଲେ ଧୋନୀଙ୍କ ମାତା ପିତା, ଅନେକ କିଛି ଅନୁମାନ ଲଗାଇଲେଣି ପ୍ରଶଂସକ

ନୂଆଦିଲ୍ଲୀ,୫।୪: ଭାରତୀୟ ଦଳର ଷ୍ଟାର ଅଧିନାୟକ ଏବଂ ଦେଶ ପାଇଁ ତିନୋଟି ICC ଟ୍ରଫି ଜିତିଥିବା ମହେନ୍ଦ୍ର ସିଂହ ଧୋନି ଏବେ କେବଳ IPL ଖେଳୁଛନ୍ତି।...

କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ

ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା...

ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ଝଗଡ଼ା, କଥା ଗଲା ମାଡପିଟ ପର୍ଯ୍ୟନ୍ତ? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ଇସଲାମାବାଦ,୫।୪: ଦିନିକିଆ ସିରିଜରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ଅତି ଶୋଚନୀୟ ଭାବେ ପରାସ୍ତ କରିଥିଲା। ନ୍ୟୁଜିଲାଣ୍ଡ ଏହି ସିରିଜକୁ ୩-୦ରେ ଜିତିଛି। ସିରିଜର ତୃତୀୟ ଏବଂ ଅନ୍ତିମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image