ସତର୍କ-ସୁରକ୍ଷିତ-ସାବଧାନ ରୁହନ୍ତୁ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେତେକ ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ନେଇ ରବିବାର ଦେଶବାସୀଙ୍କୁ ସତର୍କ-ସୁରକ୍ଷିତ-ସାବଧାନ ରହିବାକୁ ପରାମର୍ଶ ଦେଇଛନ୍ତି। ମନ କି ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ସମୟରେ ଅନେକ ଲୋକ ଛୁଟିରେ ଅଛନ୍ତି। ପର୍ବ ଏବଂ ଉତ୍ସବଗୁଡିକ ଉପଭୋଗ କରନ୍ତୁ, କିନ୍ତୁ ଟିକିଏ ସତର୍କ ରୁହନ୍ତୁ।

ଆପଣ ଏହା ମଧ୍ୟ ଦେଖୁଛନ୍ତି ଯେ ବିଶ୍ୱର ଅନେକ ଦେଶରେ କରୋନା ବୃଦ୍ଧି ପାଉଛି। ସେଥିପାଇଁ ଆମକୁ ମାସ୍କ ଏବଂ ହାତ ଧୋଇବା ଭଳି ସତର୍କତାର ଅଧିକ ଯତ୍ନ ନେବାକୁ ପଡିବ ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଯଦି ଆମେ ସଚେତନ, ତେବେ ଆମେ ମଧ୍ୟ ସୁରକ୍ଷିତ ରହିବା ଏବଂ ଆମର ଉତ୍ସାହରେ କୌଣସି ପ୍ରତିବନ୍ଧକ ରହିବ ନାହିଁ।
ସୂଚନାଯୋଗ୍ୟ. ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ର ୨୨୭ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୩,୪୨୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥରିଲା ଆଫଗାନିସ୍ତାନ, ଜମ୍ମୁ-କଶ୍ମୀରରେ ଦେଖାଗଲା ଏହାର ପ୍ରଭାବ

ଶ୍ରୀନଗର/କାବୁଲ,୨୮।୧୧: ଗୁରୁବାର (୨୮ ନଭେମ୍ବର) ଅପରାହ୍ନରେ ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ସାମାନ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ...

‘ସିଂହୀ ସଂସଦ ଆସିଗଲେ…,’ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ପୋଷ୍ଟ କରି ଫସିଗଲେ ସଞ୍ଜୟ

ନୂଆଦିଲ୍ଲୀ,୨୮।୧୧: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଗୁରୁବାର ସଂସଦରେ ଏମପି ଭାବରେ ଶପଥ ଗ୍ରହଣ କରିଛନ୍ତି। କେରଳର ୱାୟାନାଡର ଏମପି ଭାବରେ ସଂସଦରେ ଶପଥ ଗ୍ରହଣ...

ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍‌ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ...

ମୁଁ ମୋଦି ସରକାରଙ୍କ ସହ ଅଛି, କାହିଁକି ଏମିତି କହିଲେ ମମତା

କୋଲକାତା,୨୮।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଧାନସଭାରେ କହିଛନ୍ତି ଯେ ମୁଁ ବାଂଲାଦେଶରେ ହିନ୍ଦୁମାନଙ୍କୁ ନିର୍ଯ୍ୟାତନା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଅଛି। ମମତା...

ସଂସଦକୁ ପ୍ରବେଶ କରୁଥିଲେ ପ୍ରିୟଙ୍କା, ଦୁଆରମୁହଁରେ ଅଟକାଇେଲେ ରାହୁଲ, ତା’ପରେ ଯାହା ହେଲା…

ନୂଆଦିଲ୍ଲୀ,୨୮।୧୧: ପ୍ରିୟଙ୍କା ଗାନ୍ଧୀ ଗୁରୁବାର ଲୋକ ସଭାରେ ଏମପି ଭାବେ ଶପଥ ନେଇଛନ୍ତି। ନିକଟରେ କେରଳର ଓ୍ବାଏନାଡରେ ହୋଇଥିବା ଲୋକ ସଭା ଉପ-ନିର୍ବାଚନରେ ସେ ବିଜୟୀ...

ଦିଲ୍ଲୀ ସବୁଠାରୁ ଅସୁରକ୍ଷିତ ରାଜଧାନୀ, କେଜ୍‌ରିଓ୍ବାଲ କହିଲେ ଆଇନଶୃଙ୍ଖଳା ରକ୍ଷା କରିବାରେ ମୁଖ୍ୟତଃ…

ନୂଆଦିଲ୍ଲୀ,୨୮ା୧୧: ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି, ଦିଲ୍ଲୀ ହେଉଛି ବିଶ୍ୱର ସବୁଠାରୁ ଅସୁରକ୍ଷିତ ରାଜଧାନୀ। ସେ କହିଛନ୍ତି, ଆଇନଶୃଙ୍ଖଳା ରକ୍ଷା କରିବାରେ...

ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ

ନୂଆଦିଲ୍ଲୀ,୨୮।୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ...

ବଳ ଗୋଟାଉଛି ବାତ୍ୟା: ରେଡ୍‌ ଆାଲର୍ଟ ଜାରି, ଏହିସବୁ ଜିଲାରେ ଭୀଷଣ ବର୍ଷା

ନୂଆଦିଲ୍ଲୀ,୨୮।୧୧:ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri