ଚା’ ପିଉଥିଲେ ସାବଧାନ! ଦେଖାଦେବ ଏସବୁ ସମସ୍ୟା…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଯଥାସମ୍ଭବ ଦୂରେଇ ରଖନ୍ତୁ। ଏଭଳିି ମତବ୍ୟକ୍ତ କରିଛନ୍ତି ୱାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ସଦ୍ୟତମ ସର୍ଭେରୁ ସେମାନେ ଏହା ଜାଣିବାକୁ ପାଇଛନ୍ତି। ଅଧିକ ଚା’ ପିଇବା ଫଳରେ ତାହାର ନିଦ୍ରା ଉପରେ କି ପ୍ରକାର ପ୍ରଭାବ ପଡୁଛି ତାହାକୁ ଉକ୍ତ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ତନ୍ନ ତନ୍ନ କରି ତର୍ଜମା କରିଥିଲେ। ଆବଶ୍ୟକତା ଠାରୁ ଅଧିକ ଚା’ ପିଇଲେ ଏହାଦ୍ବାରା ଦାନ୍ତ ଉପରେ ହଳଦିଆ ରଙ୍ଗର ଏକ ଆସ୍ତରଣ ପଡ଼ିଯାଏ। ଏଭଳି ଅଭ୍ୟାସ ସହ ଜଡିତ ତଥା ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ପ୍ରାୟ ୪୫ ପ୍ରତିଶତ ବ୍ୟକ୍ତିଙ୍କଠାରେ ନିଦ୍ରାଜନିତ ସମସ୍ୟା ଦେଖିବାକୁ ମିଳିଥିଲା ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏଭଳି ଅଭ୍ୟାସ ଥିଲେ ତାହାର ପ୍ରଭାବ ମସ୍ତିଷ୍କର କାର୍ଯ୍ୟଧାରା ଉପରେ କେତେକାଂଶରେ ପଡିବାର ଆଶଙ୍କା ରହିଛି ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ସକାଳେ ପିଇବେ ଲେମ୍ବୁ ପାଣି

ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ...

ସୁନା ହଜିବା କାହିଁକି ଅଶୁଭ? ଦେଖାଯାଏ ଖରାପ ସଙ୍କେତ

ହିନ୍ଦୁ ଧର୍ମରେ ସୁନାକୁ ସବୁଠାରୁ ପବିତ୍ର ଧାତୁ ଭାବରେ ବିବେଚନା କରାଯାଏ ଏବଂ ଏହାକୁ ଦେବୀ ଲକ୍ଷ୍ମୀଙ୍କ ପ୍ରତୀକ ଭାବରେ ବିବେଚନା କରାଯାଏ। ଏହି କାରଣରୁ...

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ…

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ… ଓଜନ ହ୍ରାସ କରିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ...

ଘରୋଇ ଉପଚାର ଦ୍ୱାରା ରୂପଚର୍ଯ୍ୟା

ଗ୍ରୀକ୍‌, ଇଜିପ୍ଟରେ ବହୁ ବର୍ଷ ପୂର୍ବେ ସୌନ୍ଦର୍ଯ୍ୟକୁ ନେଇ ମଧ୍ୟ ଲୋକେ ବେଶ୍‌ ସଜାଗ ରହୁଥିଲେ ବୋଲି ଇତିହାସରେ ବର୍ଣ୍ଣନା କରା ଯାଇଛି । ଜାଣନ୍ତୁ...

ଅନେକ ରୋଗର ମହୋଷଧି ରସୁଣ

ରସୁଣ ଖାଇବାର ଲାଭ ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ ପ୍ଲାନରେ ସାମିଲ...

ପେଟ କମାଏ ଗୋଲମରିଚ

ଆମ ରୋଷେଇ ଘରେ ମିଳୁଥିବା ଅନେକ ପ୍ରକାରର ମସଲା ଆମକୁ ନିରୋଗ ରଖିବାରେ ସହାୟ ହୋଇଥାଏ। ହେଲେ ଏହାର ବ୍ୟବହାର ସମ୍ପର୍କରେ ଅନେକ ସମୟରେ ଆମେ...

କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ

ମଣିଷ ଶରୀରରୁ ବିଷାକ୍ତ ପଦାର୍ଥକୁ ମୁତ୍ର ଆକାରରେ ବାହାର କରିବା ଏବଂ ରକ୍ତକୁ ପରିସ୍କାର କରିବାରେ ମୁଖ୍ୟ ଭୂମିକା ବହନ କରିଥାଏ ବୃକକ୍‌ ବା କିଡ୍‌ନୀ।...

ଅସ୍ଥିକୁ ଶକ୍ତ କରେ ଖଜୁରି

ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image