ସଇତାନ ସାଜିଲେ ପୁଅ: ଲୁହାରଡ଼ରେ ବାପାଙ୍କୁ ପିଟି ମାରିଲେ

ପଦ୍ମପୁର,୧୮।୨: ପୁଅଙ୍କ ଲୁହାରଡ଼ ମାଡ଼ରେ ବାପା ମୃତ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କଷିଆ ସାମୁଦ୍ରିକ ଥାନା ଅଧୀନ ଗୋପବନ୍ଧୁ ନଗର ପଞ୍ଚାୟତ ବୁଢୀଛକଠାରେ । ମୃତ ବ୍ୟକ୍ତି ହେଲେ ଦୁଃଖିରାମ ମଣ୍ଡଳ (୬୫)। ଘରୋଇ କଳିକୁ ନେଇ ତାଙ୍କ ପୁଅ ବାଇଧର ମଣ୍ଡଳ ଏକ ଲୁହାରଡ଼ ସାହାଯ୍ୟରେ ତାଙ୍କୁ ଆକ୍ରମାଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବ ପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବରପାଇ କଷିଆ ଥାନାଧିକାରୀ ସାବିତ୍ରୀ ପଣ୍ଡା,ଏସ୍‌ଆଇ ରାମଦାସ ବେସରା, ହାବିଲଦାର ରମେଶ ନାୟକ ଘଟଣା ସ୍ଥଳରୁ ଅଭିଯୁକ୍ତଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ...

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ...

ସମାନ କାମକୁ ସମାନ ଦରମା ଦିଆଯାଉ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ବେଲଗୁଣ୍ଠା ଟାଉନ ହଲଠାରେ ରବିବାର ଓଡ଼ିଶା ଆଉଟସୋର୍ସିଂ ପୌର କର୍ମଚାରୀ ସଂଘର ଜିଲା ସଭାପତି ପ୍ରଶାନ୍ତ ପରିଛାଙ୍କ ସଭାପତିତ୍ୱରେ ସଂଘର ଗଞ୍ଜାମ ଜିଲା...

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ CAITର ବଡ଼ ନିଷ୍ପତ୍ତି: ପାକିସ୍ତାନ ସହ ସମସ୍ତ ବାଣିଜ୍ୟ ସମ୍ପର୍କ ବନ୍ଦ, ଇ-କମର୍ସ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଅଲ୍‌ ଇଣ୍ଡିଆ ଟ୍ରେଡର୍ସ (CAIT) ପାକିସ୍ତାନ ସହ ସମସ୍ତ ବାଣିଜ୍ୟ...

ଧମକ ଦେଇ ଥରିଲେ ବିଲୱାଲ, ରାତି ଅଧରେ ପାକିସ୍ତାନ ଛାଡି କାନାଡା ପଳାଇଲେ…

ଇସଲାମବାଦ,୨୭।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରି ପାକିସ୍ତାନ ବିରୁଦ୍ଧରେ ଅନେକ ବଡ଼ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ...

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ...

ଓଡ଼ିଶା ଛାଡିବେ ପାକିସ୍ତାନୀ ନାଗରିକ: ଯେଉଁମାନେ ଛାଡିବେନି ଭାରତ, ସେମାନଙ୍କ ସହ କ’ଣ କରିବେ ଭାରତ ସରକାର?

ନୂଆଦିଲ୍ଲୀ,୨୭।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ହୋଇଥିବା ବିଭତ୍ସ ହତ୍ୟାରେ ସାରା ଦେଶ ସ୍ତମ୍ଭୀଭୂତ ହୋଇଯାଇଛି। କାରଣ ହତ୍ୟା ସାଧାରଣ ନାଗରିକ ଯେଉଁମାନେ ପର୍ଯ୍ୟଟକଭାବେ...

ଭେଣ୍ଡିଂ ଜୋନ୍‌ରେ ବସୁନାହାନ୍ତି ଉଠା ପରିବା ଦୋକାନୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଉଠା ପନିପରିବା ବେପାରୀମାନଙ୍କ ଲାଗି ବଡ଼ ବଜାର ଭାରତୀ ବିଦ୍ୟାପୀଠ ସମ୍ମୁଖ ଓ ସାନ ବଜାର ବ୍ଲକ ସମ୍ମୁଖରେ ଭେଣ୍ଡିଂ ଜୋନ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image