ରାସ୍ତାକୁ କେନ୍ଦ୍ର କରି ଗଣ୍ଡଗୋଳ

କୁଆମରା,୭।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ କୁଆମରା ଗ୍ରାମର ରାସ୍ତା ଓ ପାଣି ଯାତାୟାତକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଥାନାରେ ଉଭୟ ପକ୍ଷଙ୍କ ଅଭିଯୋଗ ଆଧାରେ ପୋଲିସ ପୃଥକ ମାମଲା ରୁଜୁ କରିଛି।
ସୂଚନା ମୁତାବକ, ଗ୍ରାମର ମୁଖ୍ୟ ରାସ୍ତାରୁ ଅଦୈତ ପଣ୍ଡା ଏବଂ ମନ୍ମଥ ଦାସଙ୍କ ଘରକୁ ଏକ ରାସ୍ତା ସଂଯୋଗ କରିଛି। ଉକ୍ତ ରାସ୍ତା ସଙ୍କୀର୍ଣ୍ଣ ହେବା ଓ ପାଣି ଯାଆସ କରୁଥିବା ନେଇ ଦୀର୍ଘ ଦିନ ଧରି ପରସ୍ପରଙ୍କ ମନମାଳିନ ହେଉଥିଲା। ଶୁକ୍ରବାର ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଉଭୟଙ୍କ ଥାନାରେ ଅଭିଯୋଗ କ୍ରମେ ୨୭୦ ଓ ୨୭୧/୨୨ ରେ ପରସ୍ପର ବିରୋଧରେ ପୃଥକ ମାମଲା ରୁଜୁ ହୋଇଛି। ଘଟଣାକୁ ନେଇ ଫାଣ୍ଡି ଅଧିକାରୀ ବିବି ସ୍ବାଇଁ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ...

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌...

ଶ୍ୱଶୁରର ମତ୍ୟୁ ଖବର କହିବାକୁ ଯାଉଥିଲେ ଜ୍ୱାଇଁ; ବାଟରେ ଚାଲିଗଲା ଜୀବନ

ବାରିପଦା,୧୨।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସଡକ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ୧୮ନଂ ଜାତୀୟ ରାଜପଥର କୁଳିଅଣା ଥାନା ଅଧୀନ କୁଚେଇ...

ଘଞ୍ଚ ଜଙ୍ଗଲକୁ ଗଲା ବାଘୁଣୀ ଯମୁନା

ବାରିପଦା,୯ା୧୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ‘ଯମୁନା’କୁ ଶନିବାର ବନ ବିଭାଗ ପକ୍ଷରୁ ଶିମିଳିପାଳ ଅଭୟାରଣ୍ୟର କୋର ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି।...

ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ

ବାରିପଦା,୯।୧୧: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ମାଠିଆଭଙ୍ଗା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର କରି ଝିଅକୁ ଶାଶୁଘର...

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ...

ଦିନରେ ପେଟ ପାଇଁ ସଂଘର୍ଷ: ରାତିରେ ହାତୀ ସହ ଛକାପଞ୍ଝା

ଉଦଳା,୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ଦିନରେ ପେଟକୁ ଦାନା ଯୋଗାଡ଼ ପାଇଁ ସଂଘର୍ଷ ଆଉ ରାତି ହେଲେ ନିଜ କଷ୍ଟ ଉପାର୍ଜିତ ଫସଲକୁ ରକ୍ଷା ପାଇଁ ହାତୀ...

ପଞ୍ଚାୟତ କାର୍ଯ୍ୟାଳୟରେ ବିଡିଓଙ୍କୁ ତାଲା:ପିଡିଏସ୍‌ ଚାଉଳ ଓଜନରେ କମ୍‌

ବେତନଟୀ,୬ା୧୧(ଧରଣୀଧର ମହାନ୍ତି):ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ନଡ଼ପୁର ପଞ୍ଚାୟତରେ ମଙ୍ଗଳବାର ପିଡିଏସ୍‌ ଚାଉଳ କମ୍‌ ଦିଆଯିବାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ହିତାଧିକାରୀମାନେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri