‘ବନବାସ’ ରିଲିଜ୍‌ ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ବଲିଉଡ ଅଭିନେତା ଉତ୍କର୍ଷ

ପୁରୀ,୧୯।୧୧: ବଲିଉଡ ହିରୋ ଉତ୍କର୍ଷ ଶର୍ମା ମଙ୍ଗଳବାର ପୁରୀରେ ପହଞ୍ଚି ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଗାମୀ ଫିଲ୍ମ ‘ବନବାସ’ର ପ୍ରମୋସନ ପୁରୀରୁ ଆରମ୍ଭ ହୋଇଥିବା ସେ ପ୍ରକାଶ କରିଛନ୍ତି।

ଗଦର-୨ର ଅପାର ସଫଳତା ପରେ ନିର୍ଦ୍ଦେଶକ ଅନିଲ ଶର୍ମା ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ’ବନବାସ’ ଘୋଷଣା କରିଥିଲେ। ଜି ଷ୍ଟୁଡିଓ ଦ୍ୱାରା ନିର୍ମିତ ଏହି ଚଳଚ୍ଚିତ୍ର ଖୁବଶୀଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ। ପ୍ରାଚୀନ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ରରେ ଉତ୍କର୍ଷ ଫିଲ୍ମ ଲିଡ୍‌ରେ ରୋଲରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭେଟେରାନ ସଙ୍ଗୀତକାର ଏ.ଆର ରେହମାନଙ୍କୁ ଛାଡପତ୍ର ଦେବେ ସାଏରା, ଭାଙ୍ଗିଲା ୨୯ବର୍ଷର ସମ୍ପର୍କ

ମୁମ୍ବାଇ: ଓସ୍କାର ବିଜେତା ତଥା ଭେଟେରାନ ସଙ୍ଗୀତକାର ଏ.ଆର୍‌ ରେହମାନଙ୍କର ଛାଡପତ୍ର ହେବାକୁ ଯାଉଛି। ଦୀର୍ଘ ୨୯ବର୍ଷର ଦାମ୍ପତ୍ୟ ଜୀବନ ପରେ ସ୍ତ୍ରୀ ସାଏରା ବାନୋଙ୍କ...

୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ।...

ବଢ଼ିଲା ‘ବାଲିଯାତ୍ରା’ ଅବଧି

ଭୁବନେଶ୍ୱର/କଟକ,୧୯।୧୧: ବଢ଼ିଲା ଐତିହାସିକ ବାଲିଯାତ୍ରା ଅବଧି। ଲୋକଙ୍କ ଆଗ୍ରହ ଏବଂ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆଉ ଦିନକ ପାଇଁ ବୃଦ୍ଧି...

ବାଥ୍‌ରୁମ୍‌ରେ କାନ୍ଦିଲେ ଶାହାରୁଖ ଖାଁ, ଜାଣନ୍ତୁ କାହିଁକି ?

ମୁମ୍ବାଇ: ବିଶ୍ୱର ଅନ୍ୟତମ ସୁପରଷ୍ଟାର ଶାହରୁଖ ଖାଁଙ୍କୁ ସମସ୍ତେ ପସନ୍ଦ କରନ୍ତି। ଏହାର କାରଣ ହେଉଛି ଶାହରୁଖଙ୍କୁ ସମସ୍ତେ ନିଜ ସହିତ ଜଡିତ କରି ପାରନ୍ତି।...

ଅନାସ୍ଥା ଭୋଟରେ ହାରିଗଲେ ତାଲପାଲି ସରପଞ୍ଚ

ଗାଇସିଲେଟ,୧୯।୧୧(ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ ଜ଼ିଲା ଗାଇସିଲେଟ ବ୍ଲକ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଲା ସେଠଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ନେଇ ମଙ୍ଗଳବାର ସ୍ଥାନୀୟ ପଞ୍ଚାୟତ...

କଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତି

କୋକସରା,୧୯।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ କଳାହାଣ୍ଡି ଜିଲାସ୍ତରୀୟ ଉତ୍ସବ ମଙ୍ଗଳବାର ଭବାନୀପାଟଣା ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି...

ସ୍କୁଲରେ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏସ୍‌ଆଇଟି ନଚେତ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବି କରି ଗଞ୍ଜାମ ଏସ୍‌ପିଙ୍କୁ ଭେଟିଲେ ପରିବାର

ଛତ୍ରପୁର ,୧୯।୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧିନ କଳାଜମୁନା ଶ୍ରୀ ସାଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୫ମ ଶ୍ରେଣୀ ଛାତ୍ର କିରଣ ପ୍ରଧାନଙ୍କ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri