Posted inଜାତୀୟ

୫ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୮ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୪୭୨ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭୫୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହ ୬ ଥିଲା ା ଏହି ସମୟରେ ସକ୍ରିୟ ମାମଲା ୭ ହଜାର ୬୨୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୮ ହଜାର ୧୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୯୫୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୩୦୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୩୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୬ ହଜାର ୯୩୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୪୭ ହଜାର ୪୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ...

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୬।୧ : ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା...

କୋଲକାତାରେ ୬ ମାସର ଶିଶୁ HMPV ଆକ୍ରାନ୍ତ

ନୂଆଦିଲ୍ଲୀ,୬।୧: ଚିନ୍ତା ବଢାଇଲାଣି HMPV ମାମଲା। କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଆଉ ଗୋଟେ ମାମଲା ସାମ୍ନାକୁ...

ଜେଲ୍‌ରେ ଥାଇ ଅନଶନ କରିବେ ପ୍ରଶାନ୍ତ କିଶୋର: ଜାମିନ ନେବାକୁ କଲେ ମନା

ପାଟନା,୬।୧: ଜନ ସୁରଜ ପାର୍ଟିର ମୁଖ୍ୟ ତଥା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ବିପିଏସ୍‌ପି ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ...

୫୦ ଫୁଟ ଉପରକୁ ଉଡ଼ିଲା ସେନା ଗାଡ଼ି: ଗଛଡାଳରେ ଲାଗିଛି ଗାଡ଼ି ଯନ୍ତ୍ରାଂଶ

ରାୟପୁର,୬।୧: ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଏକ ଗାଡ଼ିକୁ ଉଡ଼ା ଦେଇଛନ୍ତି। ବିସ୍ଫୋରଣରେ ୯ଜଣ...

ଭାରତରେ HMPV ମାମଲା ଚିହ୍ନଟ: ମାସ୍କ ପିନ୍ଧିବାକୁ ପରାମର୍ଶ ଦେଲେ ସରକାର

ନୂଆଦିଲ୍ଲୀ,୬।୧: ଚାଇନାରେ HMPV ମାମଲା ଭାରତରେ ୩ ଜଣଙ୍କ ଦେହରେ ଚିହ୍ନଟ ହୋଇଛି। HMPV ଭୂତାଣୁ କର୍ନାଟକରୁ ୨ ଏବଂ ଅହମ୍ମଦାବାଦରୁ ଗୋଟିଏ ମାମଲା ସାମ୍ନାକୁ...

ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ

ରାୟପୁର/ମାଲକାନଗିର,୬।୧(ଦୁର୍ଯ୍ୟୋଧନ ପାତ୍ର): କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇ ଉଠିଛନ୍ତି। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର...

କାନ୍ଦିପକାଇଲେ ମୁଖ୍ୟମନ୍ତ୍ରୀ: ଭୋଟ ପାଇଁ ମୋ ବାପାଙ୍କୁ…

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଭାବପ୍ରବଣ ହୋଇପଡିଛନ୍ତି। ରମେଶ ବିଧୁରୀଙ୍କ ବକ୍ତବ୍ୟର ଜବାବ ଦେଇ ସେ କହିଛନ୍ତି, ମୋ ବାପା ଜଣେ ଶିକ୍ଷକ। ସେ ଏତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri