ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ
୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଟଙ୍କା ସହ ମାଡ଼ିବସିଛନ୍ତି। ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି। ତେବେ ସେ ପୂର୍ବରୁ ୧୫ ହଜାର ନେଇଥିବା ବେଳେ ଏବେ ପୁଣି ଟଙ୍କା ନେଉଥିଲା ବେଳେ ଏହି ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ...

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପଥପ୍ରାନ୍ତ ସେବାକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦୈନିକ ଶହଶହ ପର୍ଯ୍ୟଟକ ଆସୁଛନ୍ତି ହେଲେ ରାଜ୍ୟ ସରକାର ପର୍ଯ୍ୟଟକ ଓ ପଥଚାରୀଙ୍କ ସୁବିଧା ପାଇଁ ଜାତୀୟ ରାଜପଥ...

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ...

ମା’ ବନଦୁର୍ଗା ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ, ରାଇକିଆ ଉତ୍ସବମୁଖର

ରାଇକିଆ, ୪।୧୦(ପ୍ରଦୀପ ବେହେରା):ରାଇକିଆର ପ୍ରତିଷ୍ଠିତ ଦେବୀ ମା’ ବନଦୁର୍ଗାଙ୍କର ମନ୍ଦିର ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ ଶୁକ୍ରବାର ଅନୁଷ୍ଠିତ ହେଉଛି । ଏହାକୁ ଅତ୍ୟନ୍ତ ଜାକଜମକରେ ରାଇକିଆବାସୀ...

ପୋଖରୀରେ ବୁଡି ଚାଲିଗଲା ୪ ବର୍ଷ ଶିଶୁ ପୁତ୍ରଙ୍କ ଜୀବନ

ପାଟଣା,୪।୧୦(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଟାଙ୍ଗରପଡ଼ା ଦେଉଳିସାହିର ଗାଁ ପୋଖରୀରେ ବୁଡି ଜଣେ ୪ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

ନିଲାମ ହେଲା ଅର୍ପଣ ଚାଉଳ, ଏତେ କୋଟି ଟଙ୍କାରେ ହେଲା ବିକ୍ରି…

ଭୁବନେଶ୍ୱର,୪।୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri