ଉପକାରୀ ଗ୍ରୀନ୍‌ ମଟର

ଗ୍ରୀନ ମଟର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଏଥିରେ ପ୍ରୋଟିନ୍‌, ଆଇରନ୍‌, ଫସ୍‌ଫରସ୍‌, ଭିଟାମିନ୍‌-ଏ, ଭିଟାମିନ୍‌-କେ, ଭିଟାମିନ୍‌-ସି ଭରି ରହିଛି। ଏହା ମେଦ ବହୁଳତାକୁ କମାଇବାରେ ସାହାଯ୍ୟ କରିଥାଏ ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ଏକ ସର୍ଭେରୁ ଜାଣିପାରିଛନ୍ତି। ଏଥିରେ କ୍ୟାଲୋରୀ ପରିମାଣ ମଧ୍ୟ କମ୍‌ ରହିଛି। ରକ୍ତରେ ସୁଗାର ସ୍ତରକୁ ମଧ୍ୟ ଏହା ସନ୍ତୁଳିତ ରଖେ। ଏଥିରେ ଯେହେତୁ ଆଇରନ୍‌ ଓ ଫାଇବର୍‌ ରହିଛି ତେଣୁ ତାହା ପାଚନକ୍ରିୟାକୁ ସକ୍ରିୟ ରଖିବାରେ ସାହାଯ୍ୟ କରେ। ଏଥିରେ ମଧ୍ୟ ମ୍ୟାଗ୍ନେସିୟମ୍‌ ଓ ପୋଟାସିୟମ୍‌ ରହିଛି ଯାହା ଶରୀର ପାଇଁ ବେଶ୍‌ ଉପକାରୀ। ଗ୍ରୀନ୍‌ ମଟରରେ ଥିବା ଆଣ୍ଟି-ଅକ୍ସିଡ଼ାଣ୍ଟ ଗୁଣ ଥିବାରୁ ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ ରଖିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ଖରାପ ହେଲେ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରିଥାଏ। ତା’ ସହ ଅଦରକାରୀ...

ଜଳବାୟୁ ପରିବର୍ତ୍ତନ ପାଇଁ ପ୍ଲାଷ୍ଟିକ ପ୍ରଦୂଷଣ ଦାୟୀ

ଜଳବାୟୁ ପରିବର୍ତ୍ତନ ବର୍ତ୍ତମାନ ସମଗ୍ର ବିଶ୍ୱରେ ଏକ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ଏହା ପଛରେ ତ ବିଭିନ୍ନ କାରଣ ରହିଛି। ତେବେ ଏଥିପାଇଁ...

ଦୀର୍ଘାୟୁ ପାଇଁ ଦିନଚର୍ଯ୍ୟା

ଆଧୁନିକ ଯୁଗରେ ମଣିଷ ଏକ ଯନ୍ତ୍ର ମାନବରେ ପରିଣତ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବନାହିଁ। ବସ୍ତୁବାଦୀ ଯୁଗରେ ମଣିଷର ନିଅଣ୍ଟ ପରିପୂର୍ଣ୍ଣ ହେଉନାହିଁ। ମୋବାଇଲ୍‌, ଟିଭି,...

ଓଜନ କମାଇବାର ଘରୋଇ ଉପାୟ…

ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ ହେଲେ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ନିହାତି ଜରୁରୀ। ସେଥିପାଇଁ କିଏ କେତେ ଉପାୟ ଆପଣାଇଥାନ୍ତି। କିଛି ଲୋକ ଓଜନ...

ଘରେ ଝାଡ଼ୁକୁ ରଖୁଛନ୍ତି କି ଏମିତି ତେବେ ନିହାତି ଜାଣନ୍ତୁ…

ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍‌ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର...

୨୦୨୫ରେ ଏହି ୩ ରାଶି ବ୍ୟକ୍ତିଙ୍କର ଚମକିବ ଭାଗ୍ୟ

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,...

ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ…

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’,...

ଡାଇବେଟିସ୍‌ ସମସ୍ୟା ଥିଲେ…

ଯଦି ଆପଣ ଡାଇବେଟିସ୍‌ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri