କେନ୍ଦୁଝରରେ ବେଙ୍ଗଲ ବ୍ରିଡ ଲେମ୍ବୁ: ବାସ୍ନା ଆଉ ସ୍ବାଦରେ ସମ୍ପୂର୍ଣ୍ଣ ଘରୋଇ

କେନ୍ଦୁଝର,୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବେଙ୍ଗଲ ବ୍ରିଡ୍ ଲେମ୍ବୁ ବିକ୍ରି ଦେଖି ସବୁ ଚକିତ। ଏହି ଲେମ୍ବୁ ଗୋଟା ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଛି। ଏହାର ମଞ୍ଜି କଲିକତାରୁ ଆଣି ବାଡ଼ିରେ ଲଗାଇଥିଲେ। ଦୁଇଟି ଗଛରେ ଏଭଳି ବହୁତ୍ ଲେମ୍ବୁ ଫଳୁଛି ବୋଲି ବାଂସପାଳ ବ୍ଲକ କୁଆଁର ଗ୍ରାମର ମହିଳା ଚାଷୀ ଗୁରୁବାରି ପ୍ରଧାନ କହିଛନ୍ତି।

ଏହି ଲେମ୍ବୁ ଦେଖିବାକୁ ଓ କିଣିବାକୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ତେବେ ଗ୍ରାମରେ ମାଙ୍କଡଙ୍କ ଆତଙ୍କ ଯୋଗୁଁ ବହୁ ଲେମ୍ବୁ ନଷ୍ଟ ହୋଇ ଯାଇଥିବା ସେ କହିଛନ୍ତି। ଏହାକୁ ବିକି ସେ ଭଲ ପଇସା ପାଇଥିବା କହିଛନ୍ତି।

ତେବେ ଏଭଳି ଲେମ୍ବୁ ଚାଷ କରାଗଲେ ଅଧିକ ବିଶେଷ କରି ପାହାଡିଆ ଅଞ୍ଚଳର ଆଦିବାସୀ ଚାଷୀ ମାନେ ଉପକୃତ ହୋଇ ପାରିବେ ବୋଲି ଅବସରପ୍ରାପ୍ତ ଅଲେଖ ଚନ୍ଦ୍ର ପାତ୍ର ମତ ବ୍ୟକ୍ତ କରିଛନ୍ତି। ପାହାଡିଆ ଅଞ୍ଚଳରେ ଏହି ଲେମ୍ବୁ ଗଛ ଭଲ ହେଉଥିବାରୁ ଏହାକୁ ପ୍ରୋତ୍ସାହିତ କରିବାକୁ ଦାବି ହେଉଛି। ଏହାର ବାସ୍ନା ଓ ସ୍ବାଦ ଘରୋଇ ଲେମ୍ବୁ ଭଳି ବୋଲି କିଣିଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣାଗଡ ୧୯।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଥାନା ସରମୁହାଣ ଓ ଭଇଁଷା ଗାଁର ମୁଖ୍ୟ ରାସ୍ତା କଡ଼ରେ ଏକ ମହୁଲ ଗଛରେ ଯୁବକଙ୍କ...

ଅଡ଼ୁଆରେ ଚମ୍ପୁଆ ବିଧାୟକ:ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,୧୯ା୯ (କାର୍ତ୍ତିକ ସାହୁ):କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କ ବିରୋଧରେ ଆଗତ ନିର୍ବାଚନ ଅନିୟମିତତା ଆବେଦନ ହାଇକୋର୍ଟରେ ବୁଧବାର ଖାରଜ ହୋଇଛି। ଏହି ଆବେଦନ...

ମୁଖ୍ୟ ପ୍ରସଙ୍ଗରୁ ନଜର ହଟାଇବାକୁ ରାଜ୍ୟ ସରକାରଙ୍କ ପ୍ରୟାସ

ଭୁବନେଶ୍ୱର,୧୯।୯(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ ୧୦୦ ଦିନ ଅବଧିର ମୋହନ ସରକାର ରାଜ୍ୟବାସୀଙ୍କ ପ୍ରତି କେବଳ ଧୋକା । ପ୍ରଧାନମନ୍ତ୍ରୀ ତାଙ୍କ...

ମୁହଁ ଖୋଲିଲେ ସୁଜିତ୍‌: ରାଜ୍ୟବାସୀଙ୍କ ସେବା ପାଇଁ…

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):କିଛିଦିନ ତଲେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ପୂର୍ବତନ ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ରାଜ୍ୟ...

ଭାଜପା ସରକାରକୁ ପୂରିଛି ୧୦୦ ଦିନ: ସଫଳତା ବଖାଣିଲେ ମନମୋହନ

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର):ଦୀର୍ଘ ୬୦ ବର୍ଷ ପରେ ଏକମାତ୍ର ନେତା ଭାବେ ନରେନ୍ଦ୍ର ମୋଦି ୩ୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ...

୧୦୦ ଦିନରେ ଭାଜପାର ସଫଳତା ଅପେକ୍ଷା ବିଫଳତା ତାଲିକା ଲମ୍ବା

ଭୁବନେଶ୍ୱର,୧୯।୯(ଅନିଲ ଦାସ):ରାଜ୍ୟ ଭାଜପା ସରକାରଙ୍କ ୧୦୦ ଦିନର କାର୍ଯ୍ୟକ୍ରମରୁ ସ୍ପଷ୍ଟ ହେଉଛି ଯେ, ଏହି ସରକାର ସମୟରେ ଓଡ଼ିଶାର ବିକାଶ ଦୁଇ ପାଦ ପଛକୁ ଯିବ...

ସିଏଜି ରିପୋର୍ଟରେ ଚାଞ୍ଜଲ୍ୟକର ଖୁଲାସା:ଜଙ୍ଗଲ ଜମିରେ ଓଏମ୍‌ସିର ଖଣି ଖନନ

ଯାଜପୁର,୧୯ା୯(ହର୍ଷବର୍ଦ୍ଧନ ବେହେରା):ବିନା ଅନୁମତିରେ ଜଙ୍ଗଲ ଜମିର ବ୍ୟବହାର କାରଣରୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଅଡୁଆରେ ପଡିଛି। ଏଥିଯୋଗୁ ଓଏମ୍‌ସିକୁ ୪୭.୧୨ କୋଟି ଟଙ୍କା ଜରିମାନା ଦେବାକୁ...

କମାଲ୍‌ କଲେ ଶିଶୁ ବୈଜ୍ଞାନିକ ଦିବ୍ୟାଶା

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଦିବ୍ୟାଶା ପ୍ରଧାନଙ୍କ ପ୍ରକଳ୍ପ ମଲ୍ଟି ପରପୋଜ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri