ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ ସୀମାକୁ ୩ ଦିନ ପାଇଁ ସିଲ୍‌ କରିବା ନିମନ୍ତେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।

ଝାଡ଼ଖଣ୍ଡକୁ ସୁରକ୍ଷିତ ରଖିବା ପାଇଁ ଦାମୋଦର ଭ୍ୟାଲି କର୍ପୋରେଶନ (ଡିଭିସି) ଡ୍ୟାମ୍‌ରୁ ଜଳ ଛାଡ଼ିଦେବାରୁ ପଶ୍ଚିମବଙ୍ଗରେ ବନ୍ୟା ହୋଇଥିବା ଦର୍ଶାଇ ମମତା ଝାଡ଼ଖଣ୍ଡ ସରକାରଙ୍କୁ ସମାଲୋଚନା କରିଛନ୍ତି। ତେବେ ଝାଡ଼ଖଣ୍ଡ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇନାହିଁ। ପଶ୍ଚିମବଙ୍ଗରେ ମାନବକୃତ ବନ୍ୟା ପାଇଁ ମମତା ଡିଭିସିକୁ ଦାୟୀ କରିଛନ୍ତି। ଏହି ନିଗମ ସହ ସମସ୍ତ ସମ୍ପର୍କ ଛିନ୍ନ କରିବାକୁ ସେ ଧମକ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri