ମମତାଙ୍କୁ ନାଲି ଆଖି ଦେଖାଇଲେ ବେଙ୍ଗଲ ଆଳୁ ବ୍ୟବସାୟୀ, କହିଲେ ରପ୍ତାନୀ ବନ୍ଦ…

କୋଲକାତା,୧୬।୮: ଓଡ଼ିଶାକୁ ଆଳୁ ବନ୍ଦ କରିବା ପରେ ଏବେ ଅଡୁଆରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଦିଦିଙ୍କୁ ନାଲିଆଖି ଦେଖାଇଛନ୍ତି ବେଙ୍ଗଲ ଆଳୁ ବ୍ୟବସାୟୀ। ଓଡ଼ିଶା ପରି ପଶ୍ଚିମବଙ୍ଗରେ ମଧ୍ୟ ଆଳୁ ସଙ୍କଟ ସୃଷ୍ଟି ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି। କାରଣ ଦିଦିଙ୍କୁ ଆଳୁ ବ୍ୟବସାୟୀମାନେ ଚେତାବନୀ ଦେଇଛନ୍ତି ଯେ, ଓଡ଼ିଶାକୁ ଆଳୁ ନ ଦେଲେ ସାରା ଦେଶକୁ ରପ୍ତାନୀ ବନ୍ଦ କରିଦେବୁ।

ଦୁଇ ରାଜ୍ୟ ମଧ୍ୟରେ ଆଳୁ ବିବାଦର ଶୀଘ୍ର ସମାଧାନ ନହେଲେ ଦେଶର ଅନ୍ୟ ରାଜ୍ୟକୁ ଆଳୁ ରପ୍ତାନୀ ବନ୍ଦ କରିବାକୁ ଚେତାବନୀ ଦେଇଛି ପଶ୍ଚିମବଙ୍ଗ ପ୍ରଗତିଶୀଳ ଅଳୁ ବ୍ୟବସାୟୀ ସମିତି ସଂଘ । ଏନେଇ ବାଙ୍କୁରା ଜିଲାରେ ଅନୁଷ୍ଠିତ ଏକ ବୈଠକରେ ରାଜ୍ୟର ୨୫୦ ଜଣ ଆଳୁ ବ୍ୟବସାୟୀ ଯୋଗଦେଇଥିଲେ। ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଆଲୋଚନା ସଫଳ ନ ହେଲେ ରାଜ୍ୟର ୪୭୦ ଶୀତଳ ଭଣ୍ଡରରେ ଥିବା ଆଳୁ କଢାଯିବ ନାହିଁ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି । ସୂଚନାଥାଉ କି, ପଶ୍ଚିମବଙ୍ଗର ବିଭିନ୍ନ ଶୀତଳ ଭଣ୍ଡରରେ ଏବେ ୮ କୋଟି ୬୯ ଲକ୍ଷ ବସ୍ତା ଆଳୁ ଗଚ୍ଛିତ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଏବେ…

ଭୁବନେଶ୍ୱର, ୨୬।୧୦(ସୁନିତ୍‌ ମିଶ୍ର):ଝାଡ଼ଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ତା’ର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି...

ଗଣମାଧ୍ୟମକୁ ନିୟନ୍ତ୍ରଣ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ପରଞ୍ଜୟ

ବରିଷ୍ଠ ସାମ୍ବାଦିକ ପରଞ୍ଜୟ ଗୁହା ଠାକୁର୍ତ୍ତା ନିଜ ସାଢ଼େ ୪ ଦଶନ୍ଧିର କ୍ୟାରିୟର ଭିତରେ ଅନେକ ଛାପା ଓ ଇଲେକ୍ଟ୍ରୋନିକ୍‌ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ଓ୍ବେବ୍‌ସାଇଟ୍‌ଠୁ...

ଆଜି ୫ ଜିଲାରେ ସ୍କୁଲ ଛୁଟି:ଜାଣନ୍ତୁ କେଉଁ କେଉଁ ଜିଲା…

ଭୁବନେଶ୍ୱର,୨୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ବାତ୍ୟା ପାଇଁ ୩ଦିନ ସ୍କୁଲ ବନ୍ଦ ରହିଥିଲା। ଶନିବାର ସ୍କୁଲ ଖୋଲୁଛି। ମାତ୍ର ବର୍ଷା ଲାଗି ରହିଥିବାରୁ ରାଜ୍ୟର ୫ ଜିଲାରେ ସ୍କୁଲକୁ...

ଅଭିବ୍ୟକ୍ତି ସ୍ବାଧୀନତାକୁ ସଂକୁଚିତ କରୁଛି ଆଇନ: ଅନନ୍ତ ନାଥ

ସାମ୍ବାଦିକତା ଜଗତରେ ଜଣାଶୁଣା ବ୍ୟକ୍ତିତ୍ୱ ଅନନ୍ତ ନାଥ ୨୦୧୦ରେ ‘ଦି କାରାଭାନ’ ପତ୍ରିକା ପୁନଃ ଆରମ୍ଭ କରିଥିଲେ। ତାଙ୍କ ସମ୍ପାଦନାରେ ବାସ୍ତବ କାହାଣୀଗୁଡ଼ିକର ବ୍ୟାଖ୍ୟାନ ଏହି...

୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୬ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର...

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦: ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ବାତ୍ୟା ‘ଦାନା’। ଉତ୍ତର ଓଡ଼ିଶାରେ ସକ୍ରିୟ ଥିବାରୁ ପ୍ରଭାବରେ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ଆଗାମୀ ୧୨...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ସ୍ବାମୀଙ୍କୁ ଗଛରେ ବାନ୍ଧି ସ୍ତ୍ରୀଙ୍କୁ ଗଣବଳାତ୍କାର

ଭୋପାଳ,୨୬ା୧୦: ମଧ୍ୟପ୍ରଦେଶରେ ଦୁଇଟି ଜଘନ୍ୟ ବଳାତ୍କାର ସାମ୍ନାକୁ ଆସିଛି। ଗୋଟିଏ ଦେଶର ‘ସବୁଠୁ ସ୍ବଚ୍ଛ ସହର’ ଇନ୍ଦୋରରେ ଏବଂ ଅନ୍ୟଟି ରଓ୍ବୋରେ ଘଟିଛି। ରଓ୍ବୋ ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri