ଟାଟା ଷ୍ଟିଲ୍‌କୁ ବେଷ୍ଟ ସିଏସ୍‌ଆର୍‌ ପୁରସ୍କାର

ଭୁବନେଶ୍ୱର,୩୧।୮ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ବେଷ୍ଟ ସିଏସ୍‌ଆର୍‌ ପୁରସ୍କାର ’ ପ୍ରଦାନ କରାଯାଇଛି। ବିଶେଷକରି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାର ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲା ସୀମାନ୍ତବର୍ତ୍ତୀ କଳମଙ୍ଗ ଏବଂ ଗନ୍ଧଲପଦା ଅଞ୍ଚଳରେ କମ୍ପାନୀର ଗୋଷ୍ଠୀ କଲ୍ୟାଣ କାର୍ଯ୍ୟ ପାଇଁ ଟାଟା ଷ୍ଟିଲ୍‌କୁ ଏହି ସମ୍ମାନ ମିଳିଛି। ସେହିଭଳି ୟୁବିଏସ୍‌ ଫୋରମ୍‌ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକାଦଶ ସିଏସ୍‌ଆର୍‌ ସମ୍ମିଳନୀ-୨୦୨୪ ଓ ସମ୍ମାନ ସମାରୋହରେ ଟାଟା ଷ୍ଟିଲ୍‌କୁ ‘ବେଷ୍ଟ ସିଏସ୍‌ଆର୍‌ ଟିମ୍‌ ଅଫ୍‌ ଦି ଇୟର’ପୁରସ୍କାର ପ୍ରଦାନ କରାଯାଇଛି।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର ଚିଫ୍‌ ସିଏସ୍‌ଆର୍‌ ସୌରଭ ରୟ କହିଛନ୍ତି, ଏହି ପୁରସ୍କାର ଆମର କାର୍ଯ୍ୟକୁ ସ୍ବୀକୃତି ଦେଉଥିଲାବେଳେ ସାମଗ୍ରିକ ବିକାଶ ଦିଗରେ ଆମର ପ୍ରତିବଦ୍ଧତାର ପ୍ରମାଣ ବୋଲି ଆମେ ବିଶ୍ୱାସ କରୁଛୁ। ଏପରିକି ସର୍ବଦା ଏକ ସମାନତା ସମାଜ ସୃଷ୍ଟିକରିବାକୁ ଆମେ ସର୍ବଦା ଚେଷ୍ଟା କରି ଆସୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,,୧୬।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ...

ନିବାଭ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଭାରତର ସର୍ବବୃହତ ଘରୋଇ ଲିଫ୍ଟ ବ୍ରାଣ୍ଡ୍‌ ନିବାଭ୍‌ ଲିଫ୍ଟର ନୂତନ ଉତ୍ପାଦ ‘ନିବାଭ୍‌ ସିରିଜ୍‌-୪ ହୋମ୍‌ ଲିଫ୍ଟ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri