Posted inରାଜ୍ୟ

ବିହାର ପ୍ରଭାରୀ ହେଲେ ଭକ୍ତ ଦାସ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି ଇନଚାର୍ଜ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବରୁ ଭକ୍ତ ଦାସଙ୍କୁ ମିଜୋରାମ ଏବଂ ମଣିପୁର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଶକ୍ତିସିହ୍ନ ଗୋହିଲ ବିହାର ପ୍ରଭାରୀ ଦାୟିତ୍ୱ ଛାଡିବା ପରେ ତାଙ୍କ ସ୍ଥାନରେ ଭକ୍ତଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ଏନେଇ ଏଆଇସିସି ସାଧାରଣ ସମ୍ପାଦକ କେ.ସି ବେନୁଗୋପାଲ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର

ବଲାଙ୍ଗୀର, ୧।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀନଗରପଡାରେ ଜିରୋ ନାଇଟ ସେଲିବ୍ରେଶନ ସମୟରେ ଖଣ୍ଡାରେ ଆକ୍ରମଣ ହୋଇଛି। ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।...

ନବ ବଷର୍ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ କୃପାରୁ…

ଭୁବନେଶ୍ୱର,୧।୧: ମୁଖ୍ୟମନ୍ତ୍ରୀ ମୋହନ ମାଝି ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ନବବର୍ଷ...

୨୦୦ ଆପରାଧିକ ମାମଲା, ୧୬୦ ସରକାରୀ ବାବୁ ଗିରଫ

ଭୁବନେଶ୍ୱର,୧ା୧(ସତ୍ୟଜିତ୍‌ ରାଉତ):ସରକାରୀ ଅର୍ଥ ଆତ୍ମସାତ୍‌ ହେଉ କିମ୍ବା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ଲାଞ୍ଚ ମାମଲା। ଦୁର୍ନୀତିଗ୍ରସ୍ତ ସରକାରୀ ବାବୁମାନେ ଭିଜିଲାନ୍ସ ଜାଲରେ ଫସିବା...

ଆଜିଠୁ ଅଚଳ ହେବ ୩ ବର୍ଗର ବ୍ୟାଙ୍କ ଆକାଉଣ୍ଟ: ଆର୍‌ବିଆଇ

ଭୁବନେଶ୍ୱର,୧ା୧(ଅନୁରାଧା ମହାରଣା): ୨୦୨୫ର ପ୍ରଥମ ଦିନରୁ ବ୍ୟାଙ୍କ କାରବାର ସମ୍ପର୍କିତ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ତେବେ ଜାନୁଆରୀ ପହିଲାରୁ ୩ ପ୍ରକାରର ବ୍ୟାଙ୍କ...

ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହେଉଛି ରାଜଧାନୀ

ଭୁବନେଶ୍ୱର,୧।୧(ସୁଚିସ୍ମିତା ସାହୁ):ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ସ୍ଥାନରେ କାନ୍ଥଗୁଡ଼ିକ ପାରମ୍ପରିକ ଚିତ୍ରକଳାରେ ଝଲସୁଛି। ଏଥିରେ ଓଡ଼ିଶାର ଲୋକକଳା, ପରମ୍ପରା,...

ଚାଲିଲାନି ପଶ୍ଚିମବଙ୍ଗର ମନମାନୀ, ଓଡ଼ିଶା ଫେରୁଛି ‘ଜିନତ’

ଭୁବନେଶ୍ୱର,୩୧ା୧୨: ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଫେରୁଛି ବାଘୁଣୀ ‘ଜିନତ’ । ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଅଣାଯାଉଛି। ମଧ୍ୟରାତ୍ରି ସୁଦ୍ଧା ‘ଜିନତ’ ଶିମିଳିପାଳ ପହଞ୍ଚିବା...

ଅପେରାରେ ଅଶ୍ଳୀଳ ନାଚ ରୋକିବାକୁ ଭିଡିଓ ରେକର୍ଡିଂ

ମାଲକାନଗିରି,୩୧ା୧୨(ଦୁର୍ଯ୍ୟୋଧନ ପାତ୍ର): ଅପେରା ମଞ୍ଚରେ ଅଶ୍ଳୀଳତା ନେଇ ଅଭିଯୋଗ ହେବାପରେ ରେକର୍ଡ ଡ୍ୟାନ୍ସ ସମୟରେ କ୍ୟାମେରା ଲଗାଇ ରେକର୍ଡିଂ କଲା ପୋଲିସ। ପୋଲିସ ଛାଉଣୀରେ ଚାଲିଲା...

ପ୍ରଥମେ ଭାରତ ଆଉ ଏବେ ଓଡିଶା ବୁଲି ପ୍ରକୃତି ସୁରକ୍ଷା ଦେଉଛନ୍ତି ନନ୍ଦିଘୋଷ 

ଦାରିଙ୍ଗବାଡି,୩୧।୧୨ (ଅରୁଣ ସାହୁ ): ପ୍ରକୃତିକୁ ସୁରକ୍ଷା ଦେବା ପାଇଁ ଗାଁଗାଁ ବୁଲି ଜନ ସଚେତନ କରୁଛନ୍ତି ନନ୍ଦିଘୋଷ ଖମାରୀ। ବରଗଡ଼ ଜିଲାର ବାସିନ୍ଦା ନନ୍ଦିଘୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri