ଭଞ୍ଜନଗର ବାର ଆସୋସିଏଶନ ନିର୍ବାଚନ: ଲକ୍ଷ୍ମୀକାନ୍ତ ସଭାପତି, ଜ୍ୟୋତିରାଜ ସମ୍ପାଦକ

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଭଞ୍ଜନଗର ବାର ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସକାଳ ସାଢ଼େ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲା। ଏଥିରେ ସଭାପତି ଭାବେ ଲକ୍ଷ୍ମୀକାନ୍ତ ମହାପାତ୍ର, ଉପ ସଭାପତି ଭାବେ ସନ୍ତୋଷ ବେହେରା, କୋଷଧ୍ୟକ୍ଷା ପଦବୀ ପାଇଁ ସଂଗ୍ରାମ କେଶରୀ ମିଶ୍ର ନିର୍ବାଚିତ ହୋଇଛନ୍ତି।

ଏଥିସହ ପୂର୍ବରୁ ଯୁଗ୍ମ ସମ୍ପାଦକ ଭାବେ ଗିରିଜା ଶଙ୍କର ଭୂୟାଁ ଏବଂ ସମ୍ପାଦକ ଭାବେ ଜ୍ୟୋତିରାଜ ପତି ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ପ୍ରକ୍ରିୟାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ଲଡୁ କିଶୋର ଆଳତିଆ, ତ୍ରିନାଥ ମଳିକ, ସ୍ନିଗ୍ଧା ଦାସ, ଜ୍ୟୋତି ରଞ୍ଜନ ପ୍ରଧାନ ପରିଚାଳନା କରିଥିଲେ। ନବ ନିର୍ବାଚିତ ପ୍ରତିନିଧିଙ୍କୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ ନାୟକଙ୍କ ସମେତ ବାର ଆସୋସିଏସନ ର ଅନ୍ୟ ସଦସ୍ୟ ମାନେ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲା ସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି...

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ...

ପ୍ରଭୁ ଆନନ୍ଦେସ୍ବର, ମା’ ରୁଦ୍ରକାଳୀଙ୍କ ଦଣ୍ଡ ଯାତ୍ରା ଆରମ୍ଭ: ଭକ୍ତଙ୍କ ପ୍ରବଳ ଭିଡ଼

ଜି.ଉଦୟଗିରି,୨।୪(ଶିଶିର ପଟ୍ଟନାୟକ):ଜି. ଉଦୟଗିରି ସହରରେ ମା’ ରୁଦ୍ରକାଳୀଙ୍କ ୧୩ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଆରମ୍ଭ ହୋଇଛି । ପ୍ରଥମେ ପାଟଭୁକ୍ତା ଶରଣ...

ଓଡ଼ିଆ ଭାଷା-ସଂସ୍କୃତି ହେଉଛି ଆମର ସ୍ବତନ୍ତ୍ର ପରିଚୟ

ରାଇକିଆ, ୨।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚ ତରଫରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି । ସଭାପତି ଦୁର୍ଯ୍ୟୋଧନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ଭଡ଼ା ଘରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ମାଡ଼ବସିଲା ପୋଲିସ

ରାଉରକେଲା,୨।୪(ଦିନେଶ ମିଶ୍ର):ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ଭଡ଼ାଘରେ ଚାଲିଥିବା ସେକ୍ସ ର଼୍ୟାକେଟ୍‌କୁ ପୋଲିସ ମଙ୍ଗଳବାର ଠାବ କରିଛି। ଏହି ଘଟଣାରେ...

କେନାଲକୁ ଖସିଲା କାର୍‌: କଟକ ବିଜେଡି ଉପସଭାପତି ମୃତ

ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍‌ କେନାଲ ଭିତରକୁ ଖସିପଡ଼ିଛି।...

ଅବସର ନେଲେ ଗଞ୍ଜାମ ସିଡିଏମଓ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀ (ସିଡିଏମଓ) ବିଜୟ କୁମାର ପଣ୍ଡା ଗତ ୩୧ ତାରିଖରେ ଚାକିରିରୁ ଅବସର ନେଇଛନ୍ତି। ଏନେଇ ବ୍ରହ୍ମପୁରସ୍ଥିତ ତାଙ୍କ...

ନାରୀ ନିର୍ଯାତନା ବନ୍ଦ ହେଉ: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ଓଡ଼ିଶା ପ୍ରଦେଶ ଗଠନ ଓ ବରଗଡ଼ ଜିଲା ଗଠନ ଦିବସ ଅବସରରେ ଜିଲା କଂଗ୍ରେସ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image