ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର ୨୧ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ତାଲିକାରେ ଏଥର ବି କଟକର ୨ଟି ଆସନ ଝୁଲି ରହିଛି। ବାରବାଟୀ-କଟକ ଓ ସାଲେପୁର ପାଇଁ ଦଳ କାହାର ବି ନାମ ଘୋଷଣା କରିନାହିଁ। କଟକର ୨ ଆସନ ପରି ଜୟପୁରର ଆସନ ବି ଝୁଲି ରହିଛି।

ଭାଜପା ସାର୍ବଜନୀନ କରିଥିବା ତାଲିକା ଅନୁଯାୟୀ ରାଉରକେଲାରୁ ଦିଲ୍ଲୀପ ରାୟ ନିର୍ବାଚନ ଲଢିବାକୁ ଯାଉଥିବା ବେଳେ ଜଗତ୍ସିଂହପୁର ବିବାଦ ମଧ୍ୟରେ ଅମରେନ୍ଦ୍ର ଦାସଙ୍କୁ ସୁଯୋଗ ମିଳିଛି। ସେହିପରି ଦଳ ୨ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା। ତେବେ ଆଜି ପ୍ରକାଶ ପାଇଥିବା ତାଲିକାରେ ତାଙ୍କ ବଦଳରେ ସୁରମା ପାଢୀଙ୍କୁ ପ୍ରାର୍ଥୀ କରାଯାଇଛି। ସେହିପରି ପଟ୍ଟାଙ୍ଗୀରେ ଚୈତନ୍ୟ ହନ୍ତାଳଙ୍କ ସ୍ଥାନରେ ଚୈତନ୍ୟ ନନ୍ଦବାଲିଙ୍କୁ ପ୍ରାର୍ଥୀ କରିଛି ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲ

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ...

ଏମିତି ବି ମୃତ୍ୟୁ ଆସେ, ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ

ସାବରଙ୍ଗ/ବାସୁଦେବପୁର,୧।୪ (କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଏମିତି ବି ମୃତ୍ୟୁ ଆସେ। ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ ପ୍ରବଚକ। ସୋମବାର ରାତିରେ ଭଦ୍ରକ ଜିଲା ସାବରଙ୍ଗ...

ଆଜିଠୁ ଲାଗୁ ହେଲା ନୂଆ ପେନସନ ନିୟମ, ଏମାନଙ୍କୁ ମିଳିବନି ଲାଭ

ନୂଆଦିଲ୍ଲୀ,୧।୪: ଯଦି ଆପଣ ସରକାରୀ ଚାକିରି କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ, କାରଣ କେନ୍ଦ୍ର ସରକାରଙ୍କ ୟୁନିଫାଏଡ ପେନସନ ଯୋଜନା (UPS)...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image