ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ । ଚନ୍ଦକା ପୋଲିସ ୭ ଜଣଙ୍କୁ ମହିଳାଙ୍କ ଉପରକୁ ହାତ ଉଠାଇଥିବା ଘଟଣାରେ ଗିରଫ କରି କୋର୍ଟ ଚାଲାଣ କରିଛି । ଏଥିସହିତ ସେମାନଙ୍କ ମୋବାଇଲ ଓ ତା ମଧ୍ୟରୁ ଗୋଟେ ଭିଡିଓ ଓ ଗୋଟେ ଅଡିଓ ଜବତ କରିଛି ପୋଲିସ । ତେବେ ୭ ଜଣ ସମସ୍ତେ ଛାତ୍ର ବୋଲି ଜଣାପଡିଛନ୍ତି । ହେଲେ ସେଦିନ ସେମାନେ ଏତେ ରାତିରେ ସେଠି କ’ଣ କରୁଥିଲେ ସେନେଇ କିଛି ଜଣା ପଡିନି ।

ତେବେ ୭ ଜଣ ଅଭିଯୁକ୍ତଙ୍କ କହିବା ଅନୁସାରେ, ଆମେ କେହି ହାତ ଉଠାଇ ନାହୁଁ। ମେଜରଙ୍କ ବାନ୍ଧବୀ ଜଣଙ୍କ ଆଗ ତାଙ୍କୁ ଦୁର୍ବ୍ୟବହାର କରିବା ପରେ ସେ ତାଙ୍କ ସହ ଯୁକ୍ତି ତର୍କ କରିଥିଲେ। ସେମାନେ ନିଶାରେ ଥିଲେ ଆମ ସହ ଆଗୁଆ ଯୁକ୍ତିତର୍କ କରିଥିଲେ। ଭିଡିଓରେ ଦେଖିପାରିବେ ମେଜର ଜଣକ ଆମକୁ ଠେଲାପେଲା କରିଥିଲେ। ଭରତପୁର ଥାନାରେ କ’ଣ ଘଟିଛି ଆମେ ଜାଣିନୁ। ଏସମ୍ପର୍କରେ ମାଡାମ ଗଣମାଧ୍ୟମରେ ମତ ଦେଇଛନ୍ତି।

ତେବେ ଗତ ୧୫ ତାରିଖରେ ୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାରରେ ଯାଉଥିବା ସମୟରେ ମଝି ରାସ୍ତାରେ ୨ଟି କାରରେ କିଛି ରୋଡ ରୋମିଓ ସେମାନଙ୍କୁ ସାଇଡ ମାରିବା ସହ ଦୁର୍ବ୍ୟବହାର କରିଥିଲେ। ଯାହାକୁ ନେଇ ଦୁହେଁ ଅଭିଯୋଗ କରିବା ପାଇଁ ଭରତପୁର ଥାନାକୁ ଯାଇଥିଲେ। ହେଲେ ଥାନା ଅଧିକାରୀ ଏନେଇ କାର୍ଯ୍ୟନୁଷ୍ଠାନ ନଗ୍ରହଣ କରି ଲିଖିତ ଅଭିଯୋଗ କରିବାକୁ କହିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri