ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ…

ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ। ଏଥର କୌଣସି ଅଭିଯୋଗ କରିବାକୁ ଆସିଥିବା ମହିଳାଙ୍କୁ ନୁହେଁ ଖୋଦ୍‌ ଥାନାରେ କାର୍ଯ୍ୟରତ ଜଣେ ମହିଳା ମହିଳା କର୍ମଚାରୀ ଅସଦାଚରଣର ଶିକାର ହୋଇଛନ୍ତି। ଏନେଇ ମହିଳା କର୍ମଚାରୀଜଣକ ବଣ୍ଡମୁଣ୍ଡା ଥାନାର ଆଇଆଇସିଙ୍କ ନାଁରେ ଅସଦାଚରଣ କରିଥିବା ଅଭିଯୋଗ ଆଣିଛନ୍ତି । ଅଭିଯୋଗ ପରେ ଆଇଆଇସିଙ୍କୁ ଏସପି ଅଫିସକୁ ବଦଳି କରାଯାଇଛି। ତେବେ ଏହି ଘଟଣା ମହିଳା ଡିଏସପିଙ୍କ ଦ୍ୱାରା ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Subhadra Yojana: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, କଲେଜ ଛାତ୍ରୀ…

ଭୁବନେଶ୍ୱର,୧୭।୪:କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ସର୍ଭେରେ...

Gold Rate Today : ଆଉ କିଣିବାନି ସୁନା! ଜାଣନ୍ତୁ ୧୦ ଗ୍ରାମ ପ୍ରତି ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ, ୧୭।୪: ଭାରତୀୟ ବଜାରରେ ସୁନା ଦର ରେକର୍ଡ ଛୁଇଁଛି। ଏବେ ସୁନା ଲକ୍ଷେ ମୁହାଁଉଛି। ଗୁରୁବାର ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ...

କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ...

ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ଖୋର୍ଦ୍ଧା,୧୭।୪(ପ୍ରଭାତ ପାଣିଗ୍ରାହୀ): ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି। ଗଛରେ ଝୁଲୁଛନ୍ତି ପ୍ରେମୀଯୁଗଳ। ଖୋର୍ଦ୍ଧା ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ବେଗୁନିଆ ବ୍ଲକର ବୋତଳମା ପଞ୍ଚାୟତ...

ବିଶ୍ୱରେ ପ୍ରଥମ ଥର ହେବାକୁ ଯାଉଛି Sperm Race, LIVE ଟେଲିକାଷ୍ଟବେଳେ ଟଙ୍କା ଲଗାଇବେ ବଡ଼ ବଡ଼ ସେଲିବ୍ରେଟି

ନୂଆଦିଲ୍ଲୀ,୧୭।୪: ଲସ ଆଞ୍ଜେଲସରେ ଏମିତି ଏକ ବିରଳ ଘଟଣା ଘଟିବାକୁ ଯାଉଛି, ଯାହାକୁ ଶୁଣିଲେ ଆପଣ ବି ମୁଣ୍ଡରେ ହାତ ଦେବେ। କିନ୍ତୁ ଏହା ପଛରେ...

DC vs RR: ସୁପର ଓଭରର ରୋମାଞ୍ଚରେ ଜିତିଲା ଦିଲ୍ଲୀ, ଟ୍ରିଷ୍ଟାନ ଷ୍ଟବସ୍ ଛକା ମାରି ଜିତାଇଲେ…

ନୂଆଦିଲ୍ଲୀ,୧୭ା୪: ଚଳିତ ଆଇପିଏଲ୍‌ରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଓ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା...

ବିଶ୍ବ କଳା ଦିବସ: କଳା ବଦଳିଲେ ବି ସତ୍ୟ ଲୁଚିବ ନାହିଁ

ବରଗଡ଼, ୧୭।୪(ପ୍ରେମାନନ୍ଦ ଖମାରୀ): ପ୍ରତିଟି ମଣିଷ ଭିତରେ ଆତ୍ମ ଅଭିବ୍ୟକ୍ତି ଓ ଆତ୍ମପ୍ରତିଷ୍ଠାର ମୋହ ରହିଛି। ଅର୍ଥାତ୍ ମଣିଷ ସର୍ବଦା ଚାହୁଁଥାଏ ଯେ, ଯାହା ଅଛି...

ଧାନକେଣ୍ଡାରେ ଅଗାଡ଼ି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡ଼ବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image