ଜାନୁଆରୀ ୧୪ରୁ ଭିତରକନିକା ବନ୍ଦ, ନିରାଶ ହେବେ ପର୍ଯ୍ୟଟକ

ରାଜନଗର,୧୬ା୧୨(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀନାଳରେ ବସବାସ କରୁଥବା ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରୀ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷିଦ୍ଧ କରାଯାଇଛି। ଫଳରେ ପର୍ଯ୍ୟଟକଙ୍କ ମଧ୍ୟରେ ନୈରାଶ୍ୟଭାବ ଦେଖାଦେଇଛି। ବଉଳା କୁମ୍ଭୀର ବିଶାରଦ ଡ. ସୁଧାକର କର, ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କରାଯିବ।

ସୂଚନାଯୋଗ୍ୟ, ଜାତୀୟ ଉଦ୍ୟାନରେ ପ୍ରବାହିତ ନାଳ ଏବଂ ନଦୀକୁ ସଂଯୋଗ କରୁଥିବା ସ୍ଥାନଗୁଡ଼ିକରେ ବଉଳା କୁମ୍ଭୀରଙ୍କ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୯ ମୃତ ବିଦେଶୀ ପକ୍ଷୀ ଜବତ: ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ନିରାକାରପୁର, ୧୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଅଧିନ ଟାଙ୍ଗି ରେଞ୍ଜ କାର୍ଯ୍ୟାଳୟ କୌଣସି ସୂତ୍ରରୁ ଖବର ପାଇ ବାଲିନାସି ଅଞ୍ଚଳ ରଘୁରାୟ...

ମୁଖ୍ୟମନ୍ତ୍ରୀଙ୍କ ପୁଣି ତିନି ଦିନିଆ କେନ୍ଦୁଝର ଜିଲା ଗ୍ରସ୍ତ, ସରକାରୀ-ଘରୋଇ କାର୍ଯ୍ୟକ୍ରମରେ ହେବେ ସାମିଲ

କେନ୍ଦୁଝର,୧୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲି ତିନି ଦିନିଆ ଗସ୍ତରେ କେନ୍ଦୁଝର ଜିଲା ଗସ୍ତରେ ଆସିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ...

ବିଚ୍‌ ରାସ୍ତାରେ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇଲେ ମହୁମାଛି

ଭୁବନେଶ୍ୱର,୧୬।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ଘର ସମ୍ମୁଖରେ କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ କଂଗ୍ରେସ କର୍ମୀଙ୍କୁ ସୋମବାର ମହୁମାଛି ଆକ୍ରମଣ କରିଛନ୍ତି। ବିଚ୍‌ ରାସ୍ତାରେ...

ବଲିଉଡ଼ କଳାକାର ବରୁଣଙ୍କୁ ଜୋରଦାର ସ୍ବାଗତ: ଛାତ୍ରୀଛାତ୍ରଙ୍କୁ ପାଠ୍ୟ ପୁସ୍ତକ କଲେ ବଣ୍ଟନ

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ)-ବଲିଉଡ଼ର ଫଲି କଳାକାର ବରୁଣ ବିଶୋଇଙ୍କୁ ଦାରିଙ୍ଗବାଡି ବ୍ଲକ ଦନେକବାଡି ବିରାଗଡା଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି...

କୋଶଳ ସଂଗଠନର ଆମରଣ ଅନଶନ: ସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରା

ବରଗଡ,୧୬।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଜାନୁଆରୀ ମାସ ୧୩ ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ଜାନୁଆରୀ...

ଲୋକଙ୍କ ପାଖକୁ ଆସି ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖକୁ ଯାଇ ସମସ୍ୟା ଶୁଣିଛନ୍ତି। ଏପରିକି...

ଋଣ ନାଁରେ ମହିଳାଙ୍କୁ ଚାଲିଛି ଶୋଷଣ: କାର୍ଯ୍ୟାନୁଷ୍ଠାନ ପାଇଁ ଏତଲା ଦେଲେ ସରପଞ୍ଚ

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ଗ୍ରାମାଞ୍ଚଳରେ କିଛି ନିର୍ଦ୍ଦିଷ୍ଟ ଘରୋଇ ଫାଇନାନ୍ସ ସଂସ୍ଥା କୌଣସି ସରକାରୀ ସ୍ବୀକୃତି...

ମା’ ଦୁଇ ପୁଅଙ୍କ ଉପରେ ମାଡ଼ି ଗଲା କାର୍‌: ଚାଲିଗଲା ସାନ ପୁଅଙ୍କ ଜୀବନ

ନୟାଗଡ଼,୧୬।୧୨(ଲୋକନାଥ ମିଶ୍ର): ବଲାଙ୍ଗୀର ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥର ବାଣୀଗୋଛା ଥାନା କୁଲୁରୁକୁମ୍ପା ପଞ୍ଚାୟତର କୁମ୍ଭାରବିଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri