୧ରୁ ଖୋଲିବ ଭିତରକନିକା

ରାଜନଗର, ୨୫ା୭(ଭାସ୍କର ରାଉତରାୟ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ ଜୁଲାଇ ୩୧ ଯାଏ ବଉଳା କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଛି। ଅଗଷ୍ଟ ୧ରୁ ପର୍ଯ୍ୟଟକମାନେ ନବନିର୍ମିତ ସ୍କାଏ ୱାକ୍‌ ବ୍ରିଜ୍‌ ମାଧ୍ୟମରେ ପ୍ରକୃତିର ବୈଭବ, ରଙ୍ଗ ବେରଙ୍ଗର ପକ୍ଷୀଙ୍କ କାକଳି ସହିତ ଜୀବଜନ୍ତୁଙ୍କୁ ଦେଖିବାର ସୁଯୋଗ ପାଇବେ। ମ୍ୟାନଗ୍ରୋଭ ମେଟା ନର୍ସରୀ ନିକଟରୁ ଆରମ୍ଭ ହୋଇଥିବା ଏହି ସ୍କାଏ ୱାକ୍‌ ବ୍ରିଜ୍‌ ଅଧିକ ସଂଖ୍ୟାରେ ହରିଣ ଭିଡ ଜମାଉଥିବା ପଡିଆ ଯାଏ ଲମ୍ବିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ...

ଜଳ ସଂରକ୍ଷଣ

ଆମେ ଜାଣୁ ଯେ ଜଳ ହିଁ ଜୀବନ। ଜଳ ବିନା ମଣିଷ ବଞ୍ଚିବା ଅସମ୍ଭବ। ଆମ ସମସ୍ତଙ୍କ ଗୋଟିଏ ଧାରଣା ଧରାପୃଷ୍ଠ ଜଳମୟ। କିନ୍ତୁ ପୃଥିବୀର...

ସୁନୀତା ଉଇଲିୟମ୍ସଙ୍କ ସ୍ମରଣୀୟ ଅନ୍ତରୀକ୍ଷ ଯାତ୍ରା

ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଉଇଲିୟମ୍‌ସ ୨୦୨୪ ମସିହା ଜୁନ୍‌ ୫ ତାରିଖ ଦିନ ଆମେରିକୀୟ କମ୍ପାନୀ ବୋଇଙ୍ଗର ‘ଷ୍ଟାରଲାଇନର୍‌’ ଅନ୍ତରୀକ୍ଷ ଯାନରେ...

“ଲଙ୍କାଗୁଣ୍ଡ ପକାଇ ବାନ୍ଧିଲେ, ତା’ପରେ ଛୁରୀରେ ହତ୍ୟା କଲେ”, କର୍ଣ୍ଣାଟକର ପୂର୍ବତନ ଡିଜିପିଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା

ବେଙ୍ଗଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ଡିଜିପି ଓମ ପ୍ରକାଶଙ୍କ ମୃତ୍ୟୁ ମାମଲାରେ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। ସେ ଏପ୍ରିଲ ୨୦ ତାରିଖରେ ବେଙ୍ଗାଲୁରୁସ୍ଥିତ ନିଜ ଘରେ ମୃତ...

ଭାରତୀୟ ଇଞ୍ଜିନିୟରିଂର ଚମତ୍କାରିତା: ଚେନାବ ରେଳ ବ୍ରିଜ୍‌

ଭୁବନେଶ୍ୱର, ୨୦।୪(ଜିତେନ୍ଦ୍ର କୁମାର ନାୟକ): କଶ୍ମୀରରୁ କନ୍ୟାକୁମାରୀ। ଭାରତର ଭୌଗୋଳିକ ସ୍ଥିତିକୁ ଦେଖି ଅନେକେ ଏପରି କହିଥାଆନ୍ତି। ଦେଶର ଜୀବନରେଖା ଭାବେ ପରିଚିତ ଭାରତୀୟ ରେଳପଥ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ...

‘ଆମ ଆଦମୀ ପାର୍ଟି ଲଢିବ ନାହିଁ MCD ମେୟର ନିର୍ବାଚନ’,ଆତିଶୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ନେତା ଆତିଶୀ ଦିଲ୍ଲୀ MCD ମେୟର ନିର୍ବାଚନକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image