Posted inଜାତୀୟ

ମୁଲାୟମଙ୍କୁ କିଡନୀ ଦାନ କରିବାକୁ ପହଞ୍ଚିଲେ ବିଏଚୟୁ ଛାତ୍ର…

ଗୁରୁଗ୍ରାମ,୩।୧୦: ସମାଜବାଦୀ ପାର୍ଟି (ଏସପି)ର ବରିଷ୍ଠ ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରେ ଲାଗିଛି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରମାନେ ତାଙ୍କ ସ୍ବାସ୍ଥ୍ୟ ଉପରେ ନିରନ୍ତର ନଜର ରଖିଛନ୍ତି। ତାଙ୍କ ଅବସ୍ଥା ଗୁରୁତର ରହିଛି। ଏଥିସହିତ ଅଖିଳେଶ ଯାଦବ ଏବଂ ରାମ ଗୋପାଳ ଯାଦବ ଡାକ୍ତରଖାନାରେ ପହଞ୍ଚିଛନ୍ତି।

ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ(ବିଏଚୟୁ)ର ଛାତ୍ର ଆଶୁତୋଷ ସିଂ ତାଙ୍କ କିଡନୀକୁ ମୁଲାୟମ ସିଂଙ୍କୁ ଦାନ କରିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି।

ପ୍ରାୟ ତିନି ବର୍ଷ ଧରି ମୁଲାୟମଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ରହିଛି। ପରୀକ୍ଷା ପାଇଁ ତାଙ୍କୁ ଡାକ୍ତରଖାନାରେ ନିମୟିତ ଭାବେ ଭର୍ତ୍ତି କରାଯାଇଛି। ବେଳେବେଳେ ମାସରେ ଦୁଇଥର ଏବଂ କେବେ କେବେ ଥରେ ସେ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। କିନ୍ତୁ, ଅଗଷ୍ଟ ପରଠାରୁ ତାଙ୍କ ଅବସ୍ଥାରେ କ୍ରମାଗତ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ହୁଏ ଜନଗଣନା, ପଚରାଯାଏ କେଉଁ ସବୁ ପ୍ରଶ୍ନ?

ନୂଆଦିଲ୍ଲୀ,୩୦।୧୦: ଜନ ଗଣନା ଗୋଟିଏ ଦେଶରେ ବିଶେଷ ମହତ୍ତ୍ୱ ରଖିଥାଏ । ଦେଶର ଜନଗଣନା ହିଁ ଦେଶର ପ୍ରଗତି ଓ ସମୃଦ୍ଧିର ରୂପରେଖ ପ୍ରସ୍ତୁତ କରେ...

୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ...

କାନାଡା ପରେ ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବ କି ଆମେରିକା: ଆସିଲା ବଡ଼ ଅପଡେଟ୍ 

ନୂଆଦିଲ୍ଲୀ/ୱାଶିଂଟନ୍,୩୦/୧୦: ଶିଖ୍ ବିଚ୍ଛିନ୍ନତାବାଦୀ ହରଦୀପ ସିଂହ ନିଜର ହତ୍ୟା ମାମଲାରେ ଭାରତ ଓ କାନାଡା ମଧ୍ୟରେ ସମ୍ପର୍କ ସବୁଠାରୁ ଖରାପ ପର୍ଯ୍ୟାୟରେ ପହଞ୍ଚିଛି। ଏଥିପାଇଁ ଉଭୟ...

ପରମାଣୁ ବୋମାର ବାଦଶାହ ହେବ ଏହି ଦେଶ: ୨୦୨୯ ସୁଦ୍ଧା ଏତିକି….

ନୂଆଦିଲ୍ଲୀ,୩୦/୧୦: ଚାଇନାର ପରମାଣୁ ଅସ୍ତ୍ର ଶସ୍ତ୍ର ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଆମେରିକୀୟ ପ୍ରତିରକ୍ଷା ଗୁଇନ୍ଦା ଏଜେନ୍ସିର ଏକ ନୂତନ ରିପୋର୍ଟ ଅନୁଯାୟୀ, ଆଗାମୀ...

୨ ଲକ୍ଷ ଟଙ୍କାର ଲେଦର ବ୍ୟାଗ୍‌ ବ୍ୟବହାରକୁ ନେଇ ମୁହଁ ଖୋଲିଲେ ଜୟା କିଶୋରୀ

କୋଲକାତା,୩୦ା୧୦:ଆଧ୍ୟାତ୍ମିକ ବକ୍ତା ଜୟା କିଶୋରୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ତାଙ୍କୁ ‘ଡିଓର’ ବ୍ରାଣ୍ଡର ଏକ ଦାମୀ ଡିଜାଇନର ଲେଦର ବ୍ୟାଗ୍‌...

ରୋଗୀଙ୍କୁ ଅଚେତ୍‌ କରାଇ ବଳାତ୍କାର କଲେ ଡାକ୍ତର: ଆଉ ତା’ପରେ…

କୋଲକାତା,୩୦ା୧୦:କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା।...

ସରକାରଙ୍କ ବଡ଼ ଘୋଷଣା, କମିବ ପେଟ୍ରୋଲ ଦର, ଓଡ଼ିଶାର ଏହିସବୁ ଅଞ୍ଚଳକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୯।୧୦: କମିବ ପେଟ୍ରୋଲ ଓ ଡିଜେଲ ଦର। ଆଜି ଧନତେରାସରେ କେନ୍ଦ୍ର ସରକାର ନେଇଛନ୍ତି ଏହି ବଡ଼ ନିଷ୍ପତ୍ତି। ତେବେ ଏଥିରୁ ଲାଭ ପାଇବେ ତୈଳ...

କେବେ ଦୀପାବଳି? ମୁକ୍ତିମଣ୍ଡପର ନିଷ୍ପତ୍ତ ପରେ କାଶୀ ପଣ୍ଡିତଙ୍କ ମଧ୍ୟରେ ସୃଷ୍ଟିହେଲା ଝଡ

ନୂଆଦିଲ୍ଲୀ,୨୯।୧୦: ଦୀପାବଳି କେବେ ? ଅକ୍ଟୋବର ୩୧ କିମ୍ବା ନଭେମ୍ବର ୧? ଏହାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ଅଛନ୍ତି। କେବଳ ସାଧାରଣ ଲୋକେ ନୁହନ୍ତି, ଚଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri