ଓଡିଶାର ଗୌରବମୟ ଇତିହାସକୁ ସ୍ମରଣ କଲେ ବିଏଚୟୁ ଛାତ୍ରୀଛାତ୍ର

ବାରାଣସୀ,୧୫।୧୧: ଓଡ଼ିଶାର ଗୌରବମୟ ଇତିହାସ ଏବଂ ଐତିହପୂର୍ଣ୍ଣ ସଂସ୍କୃତିର ମୂକସାକ୍ଷୀ କାର୍ତ୍ତିକ ପୂର୍ଣ୍ଣିମାକୁ ପ୍ରବାସୀ ଓଡ଼ିଆ ସଂଗଠନ ବାରାଣସେୟ ଉତ୍କଳ ସମାଜ ପକ୍ଷରୁ ଉତ୍ସାହପୂର୍ଣ୍ଣ ପରିବେଶରେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ (ବି.ଏଚ.ୟୁ) ପାଳନ କରାଯାଇଛି।

କାର୍ତ୍ତିକ ପୂର୍ଣ୍ଣିମାର ପ୍ରାତଃରୁ ଛାତ୍ରୀଛାତ୍ର ଏବଂ ଓଡିଆ ସମ୍ପ୍ରଦାୟର ସଦସ୍ୟମାନେ ଏକାଠି ହୋଇ ତୁଳସୀ ଚଉରା ମୂଳରେ ସୁନ୍ଦର ମୁରୁଜ ପକାଇବା ସହିତ ପାରମ୍ପରିକ ରୀତିରେ ପୂଜା କରିଥିଲେଏବଂ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରସ୍ତୁତ ସୁସଜ୍ଜିତ ବୋଇତକୁ ବନ୍ଦାପନା କରି କୃଷିବିଜ୍ଞାନ ଗବେଷଣା କ୍ଷେତ୍ରସ୍ଥିତ ପୁଷ୍କରିଣୀରେ ଭସାଇ ଓଡିଶାର ଗୌରବମୟ ସାମୁଦ୍ରିକ ଇତିହାସକୁ ସ୍ମରଣ କରିଥିଲେ।

ବନ୍ଦାପନା କରାଯାଇଥିବା ସୁନ୍ଦର ବୋଇତର ଡିଜାଇନ ଅନିର୍ମାଣ, ବିନୀତ, ଅଙ୍କିତା, ବୈଷ୍ଣବୀ, ସୌମ୍ୟ, ବିକାଶ, ନିମାଇଁ, ଅଭିନନ୍ଦନ, ନିହାରିକା, ଅନ୍ବେଷା, ସୋନାଲି, ରିତିକ, ପ୍ରତୀକ, ହରିଶଙ୍କର ଏବଂ ମନୋଜ ଦ୍ୱାରା ନିର୍ମିତ ହୋଇଥିଲା, ଯାହା ସେମାନଙ୍କର କଳାତ୍ମକ ଶକ୍ତି ପ୍ରଦର୍ଶନ କରିଥିଲା।

ବି.ଏଚ.ୟୁରୁ ବିଭିନ୍ନ ବିଭାଗର ପ୍ରତିନିଧିତ୍ୱ କରୁଥିବା ଓଡିଆ ଅଧ୍ୟାପକ ଏବଂ ଛାତ୍ରୀଛାତ୍ରୀ ଏହି ଉତ୍ସବରେ ଯୋଗ ଦେଇ ବାରାଣସୀରେ ଓଡିଆ ସମ୍ପ୍ରଦାୟର ଏକତାକୁ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ...

ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ...

ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା...

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ...

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌...

ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍‌ ନେଶନ ୱାନ୍‌ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍‌କୁ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri