ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ

ଭୁବନେଶ୍ୱର,୪ା୧୦: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ରିଭ୍ୟୁ ପରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ୨ ବର୍ଷରେ ଏହି ନିର୍ମାଣ ଯୋଜନା ରହିଛି। ଖୁବଶୀଘ୍ର ରନ୍‌ଓ୍ବେ କ୍ୟାଟ୍‌ ଟୁ ଲାଇଟ୍‌ ନିର୍ମାଣ ହେବ।

ସେ କହିଛନ୍ତି, ଏବେ ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ୱର ଏୟାରପୋର୍ଟ ସଂଯୋଗ କରୁଛି । ଡବଲ ଇଞ୍ଜିନ ସରକାରରେ ବେସାମରିକ ବିମାନ ଚଳାଚଳ କ୍ଷେତ୍ର ବ୍ୟାପକ ହେବ। ଭୁବନେଶ୍ୱରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦ ଲକ୍ଷ କ୍ଷମତା ରହିଛି  ଆସନ୍ତା ବର୍ଷେ ମଧ୍ୟରେ ଏହାକୁ ୮୦ ଲକ୍ଷ କରାଯିବ । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ଦୁଇ ବର୍ଷ ମଧ୍ୟରେ ନୂଆ ଟର୍ମିନାଲ ନିର୍ମାଣ ହେବାକୁ ଯୋଜନା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

ଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ...

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ

ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ...

ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ। ସେ...

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ...

ଗାଡ଼ି ହର୍ଣ୍ଣ ମରାକୁ ନେଇ ଗଣ୍ଡଗୋଳ: ତଦନ୍ତ ପାଇଁ ଆସିଥିବା ପୋଲିସକୁ ଛୁରାମାଡ଼

ଭୁବନେଶଶ୍ୱର,୪।୧୦: ତଦନ୍ତ ପାଇଁ ଆସିଥିଲେ ପିସିଆର କର୍ମଚାରୀ, ଛରାମାଡ଼ କଲେ ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଘଟିଛି ମଞ୍ଚେଶ୍ବର ଥାନା ଚକେଇସିଆଣି ଶ୍ରୀରାମନଗରରେ । ଗାଡ଼ି...

ନିଲାମ ହେଲା ଅର୍ପଣ ଚାଉଳ, ଏତେ କୋଟି ଟଙ୍କାରେ ହେଲା ବିକ୍ରି…

ଭୁବନେଶ୍ୱର,୪।୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ...

ରେଳଧାରଣାରେ ପଡ଼ିଛି ଯୁବକଙ୍କ ହାତଗୋଡ଼ ବନ୍ଧା ଖଣ୍ଡବିଖଣ୍ଡିତ ମୃତଦେହ

ଚୌଦ୍ୱାର,୪ା୧୦(ଆଶୁତୋଷ ଦାସ): କଟକ ଟାଙ୍ଗୀ ନର୍ଗୁଣ୍ଡ ରେଳଧାରଣା ଉପରେ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଛ। ଯୁବକ ଜଣଙ୍କ ହେଲେ ତେରୁଆଁ ବଙ୍ଗାଳୀ ସାହିରେ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri