ଡିସିପି କହିଲେ କାରଣ… ସ୍ବାମୀ ଏଭଳି ଧମକ ଦେଉଥିବାରୁ ଭାଙ୍ଗି ପଡ଼ିଥିଲେ ମଧୁମିତା, ନେଇଗଲେ ଚରମ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ପରିଡ଼ା ଆତ୍ମହତ୍ୟା ମାମଲାରେ ସ୍ବାମୀ ଶ୍ରୀଧର ଜେନାଙ୍କୁ ଗିରଫ କରାଯିବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ମଧୁମିତା ଶ୍ରୀଧରଙ୍କ ଫୋନରୁ କିଛି ତଥ୍ୟ ପାଇଥିଲେ। ସେଥିରୁ ସ୍ବାମୀଙ୍କର ଅନ୍ୟ ଝିଅଙ୍କ ସହ ସମ୍ପର୍କ ଥିବା ସ୍ପଷ୍ଟ ହୋଇଥିଲା। ଏସବୁ ତାଙ୍କୁ ଗଭୀର ଧକ୍କା ଦେଇଥିବା ବେଳେ ସେ ବ୍ୟଥିତ ଥିଲେ। ଏପରିକି ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇଥିଲା। ମଧୁମିତା ଏବଂ ଶ୍ରୀଧରଙ୍କ ମଧ୍ୟରେ ଝଗଡ଼ା ଲାଗୁଥିଲା। ଏପରିକି ଶ୍ରୀଧର ମଧୁମିତାଙ୍କୁ ମଧ୍ୟ ଛାଡ଼ପତ୍ର ଦେବାକୁ ଧମକ ଦେଉଥିଲେ। ଏହାକୁ ନେଇ ସାମ୍ବାଦିକା ଚିନ୍ତିତ ଥିଲେ। ଶେଷରେ ନିରାଶ ହୋଇ ସେ ଏଭଳି ଚରମ ନିଷ୍ପତ୍ତି ନେଇଥିବା ଡିସିପି କହିଛନ୍ତି। ତେବେ ଏହି ମାମଲାରେ ଶ୍ରୀଧରଙ୍କୁ ଗିରଫ କରାଯାଇଥିବା ବେଳେ ମୋବାଇଲ ଜବତ ହୋଇଥିବା ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri