Posted inVideo

Bhubaneswar station to have airport-like facilities । ରେଲୱେ ଷ୍ଟେସନରେ ମିଳିବ ବିମାନବନ୍ଦରର ସୁବିଧା

Featured Video Play Icon

The East Coast Railways and the state government Thursday signed a MoU for redesigning Bhubaneswar railway station at Master Canteen into a world class station at a cost of Rs 840 crore. It will have a new terminal building, bus terminal, car parking, theatre plaza, art plaza and children’s plaza along with food courts. Once completed, it will be a world class multi-modal transport hub and could be a first-of-its-kind in the country.

ଦେଶର ପ୍ରଥମ ମଲ୍ଟି ମୋଡ଼ାଲ ହବ୍ ହେବ ଭୁବନେଶ୍ବର ରେଲୱେ ଷ୍ଟେସନ । ଯାତ୍ରୀଙ୍କୁ ଏଠାରେ ବିମାନବନ୍ଦର ଅପେକ୍ଷା ଅଧିକ ସୁବିଧା ମିଳିବ । ରେଳ ଷ୍ଟେସନକୁ ସମ୍ପୂର୍ଣ୍ଣ ଭାବେ ବିଶ୍ବସ୍ତରୀୟ କରାଯିବାକୁ ରେଲୱେ ସହିତ ରାଜ୍ୟ ସରକାର ହାତ ମିଳାଇଛନ୍ତି। ଏ ନେଇ ଗୁରୁବାର ନୂଆ ଦିଲ୍ଲୀଠାରେ ରେଲୱେ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ହୋଇଛି। କେନ୍ଦ୍ର ସରକାରଙ୍କ ସ୍ମାର୍ଟସିଟି ମିସନ୍‌ରେ ଭୁବନେଶ୍ୱର ରେଳ ଷ୍ଟେସନର ରୁପାନ୍ତରଣ କରାଯାଇ ଏକ ମଲ୍ଟିମୋଡାଲ ହବ୍‌ ଭାବେ ନିର୍ମାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri