ତିନି ଦିନିଆ ଭାରତ ଗସ୍ତରେ ଭୁଟାନ ରାଜା

ଥିମ୍ପୁ/ନୂଆଦିଲ୍ଲୀ,୧।୪: ଭୁଟାନ ରାଜା ଜିଗମେ ଖେସର ନାମନ୍ୟାଲ ଓ୍ବାଙ୍ଗଚୁକ ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସୁଛନ୍ତି। ସେ ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିମନ୍ତ୍ରଣରେ ଭାରତକୁ ଆସୁଛନ୍ତି। ସୋମବାର ଅର୍ଥାତ୍‌ ୩ ରୁ ୫ ଏପ୍ରିଲ ପର୍ଯ୍ୟନ୍ତ ସେ ଭାରତରେ ରହିବେ। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ତାଙ୍କ ସହ ସେଠାକାର ବିଦେଶ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଲୟୋଂପୋ ଡା. ଟାଣ୍ଡି ଦୋରଜି ଓ ରାଜାଙ୍କ ବରିଷ୍ଠ ଅଧିକାରୀ ରହିବେ। ଭୁଟାନ ରାଜାଙ୍କ ଏହି ଯାତ୍ରା ଦୁଇ ଦେଶ ମଧ୍ୟରେ ନିୟମିତ ଭାବେ ଉଚ୍ଚସ୍ତରୀୟ ଆଦାନ ପ୍ରଦାନର ଲମ୍ବା ପରମ୍ପରାକୁ ଧ୍ୟାନରେ ରଖି କରାଯାଇଛି। ଏହି ସୂଚନା ବୈଦେଶିକ ମନ୍ତ୍ରଣାଳ ପକ୍ଷରୁ ଦିଆଯାଇଛି। ଭୁଟାନର ରାଜା ପୂର୍ବରୁ ବହୁବାର ଭାରତ ଗସ୍ତରେ ଆସି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭି ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ: ସୋମନାଥଙ୍କ ସ୍ଥାନ ନେବେ

ନୂଆଦିଳ୍ଲୀ,୮।୧: କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି।...

କୋଇଲା ଖଣିରେ ବନ୍ୟାପାଣି: ୩ ମୃତ

ଗୁଆହାଟୀ,୮।୧: ଆସାମର ଦିମା ହସାଓ ଜିଲା ଉମ୍ରାଙ୍ଗସା ଅଞ୍ଚଳରେ ଥିବା କୋଇଲା ଖଣିରେ ସୋମବାର ଅଚାନକ ବନ୍ୟାପାଣି ପଶିଯିବାରୁ ଏହା ଭିତରେ ଥିତ୍ବା ଶ୍ରମିକମାନେ ବାହାରି...

ଟ୍ରୁଡୋଙ୍କ ଇସ୍ତଫା ପରେ ଆମେରିକା ସହ କାନାଡାର ମିଶ୍ରଣ ପାଇଁ ଟ୍ରମ୍ପ୍‌ଙ୍କ ଆହ୍ବାନ

ଓ୍ବାଶିଂଟନ,୮।୧: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ସୋମବାର ଇସ୍ତଫା ଦେଇଥିଲେ। ଏହାର କିଛି ଘଣ୍ଟା ପରେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କାନାଡକୁ ୫୧ତମ...

ଆଶାରାମଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ, ୮।୧: ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ...

ଖସିପାରେ ଦେଶର ଅଭିବୃଦ୍ଧି: ଜିଡିପି ୪ ବର୍ଷର ସର୍ବନିମ୍ନ ସ୍ତର ୬.୪% ଛୁଇଁବା ଅନୁମାନ

ନୂଆଦିଲ୍ଲୀ, ୮ା୧:ଆସନ୍ତା ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ୨୦୨୪-୨୫ ଆର୍ଥିକବର୍ଷରେ ଭାରତର ଅଭିବୃଦ୍ଧି ୬.୪ ପ୍ରତିଶତକୁ ଖସିପାରେ, ଯାହାକି କୋଭିଡ୍‌-୧୯ ପରେ ସର୍ବନିମ୍ନ ସ୍ତର।...

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ ନିର୍ମାଣ କରିବେ କେନ୍ଦ୍ର ସରକାର; ଝିଅ PM ମୋଦିଙ୍କୁ କହିଲେ ଥ୍ୟାଙ୍କ ୟୁ…

ନୂଆଦିଲ୍ଲୀ,୭।୧: ନିକଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ପରଲୋକ ପରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମାଣ କରିବା ଲାଗି କଂଗ୍ରେସ ଦାବି କରିଆସୁଛି। ଏହାକୁ...

ପୁଣି ଆରଜି କର ମେଡିକାଲ ଭଳି ଘଟଣା! ଜୁନିୟର ଡାକ୍ତରଙ୍କୁ ହସ୍ପିଟାଲରେ ବଳାତ୍କାର

ଗଓ୍ବାଲିଅର,୭।୧: ମଧ୍ୟପ୍ରଦେଶ ଗୱାଲିଅରରେ ଏକ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। କୋଲକାତା ଆରଜି ମେଡିକାଲ ଘଟଣା ପରେ ଗଓ୍ବାଲିଅରର ଏହି ଘଟଣା ସମସ୍ତଙ୍କର ଛାତି ଥରେଇ...

ମାଗଣା ଯୋଜନା ପାଇଁ ଟଙ୍କା ଅଛି ହେଲେ ବିଚାରପତିଙ୍କ ଦରମା ପାଇଁ… ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ

ନୂଆଦିଲ୍ଲୀ,୭।୧: କେନ୍ଦ୍ର ସରକାରଙ୍କୁ କଡା ଛାଟ ଦେଇଛନ୍ତି ସୁପ୍ରିମକୋର୍ଟ। ଜିଲା କୋର୍ଟ ବିଚାରପତିଙ୍କ ଦରମା ଏବଂ ପେନଶନକୁ ନେଇ ସରକାରଙ୍କ ମନୋଭାବ ସୁପ୍ରିମକୋର୍ଟଙ୍କୁ ନିରାଶ କରଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri