୪୦୦ ଦିନର ଲାଭକାରୀ ଏଫ୍‌ଡି ସ୍କିମ୍‌ର ଡେଡଲାଇନ୍‌ ବଢ଼ାଇଲା ଏସ୍‌ବିଆଇ, ଡିସେମ୍ବର ୩୧ ଯାଏ ଦେଲା ସୁଯୋଗ

ନୂଆଦିଲ୍ଲୀ,୧୭।୮: ଦେଶର ସର୍ବବୃହତ ପବ୍ଲିକ ସେକ୍ଟର ବ୍ୟାଙ୍କ ଏସ୍‌ବିଆଇ(ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ) ଏହାର ସ୍ବତନ୍ତ୍ର ଏଫ୍‌ଡି ଯୋଜନା ‘ଅମୃତ କଳସ ସ୍କିମ୍‌’ରେ ପୁଞ୍ଜି ନିବେଶର ସମୟସୀମାକୁ ପୁଣି ଥରେ ବୃଦ୍ଧି କରିଛି। ଅଗଷ୍ଟ ୧୫ରେ ଏହା ଶେଷ ହେବାକୁ ଥିବା ବେଳେ ଏବେ ଏହା ଡିସେମ୍ବର ୩୧ ଯାଏ ଚାଲିବ। ଫଳରେ ଗ୍ରାହକମାନେ ଏହି ସ୍ବତନ୍ତ୍ର ଯୋଜନାରେ ଧାର୍ଯ୍ୟ ସମୟସୀମା ମଧ୍ୟରେ ବିନିଯୋଗ କରିବାକୁ ସକ୍ଷମ ହେବେ। ବ୍ୟାଙ୍କର ଓ୍ବେବ୍‌ସାଇଟ୍‌ରେ ଦିଆଯାଇଥିବା ସୂଚନାନୁଯାୟୀ, ୪୦୦ ଦିନର ଏହି ଏଫ୍‌ଡି ଯୋଜନାରେ ସର୍ବାଧିକ ୭.୬୦ ପ୍ରତିଶତ ସୁଧହାର ଦିଆଯାଉଛି। ୨୦୨୩ ଏପ୍ରିଲ ୧୨ରୁ ଏହି ନୂତନ ହାର ଲାଗୁ ହୋଇଛି।

ତେବେ ଏହି ଯୋଜନା ଅଧୀନରେ ଗ୍ରାହକମାନେ ମାଚ୍ୟୁରିଟି ଉପରେ ସୁଧଟଙ୍କା ପାଇଥାନ୍ତି। ଟିଡିଏସ୍‌ ପରିମାଣ କାଟିବା ପରେ ବ୍ୟାଙ୍କ ସୁଧ ରାଶିକୁ ଏଫ୍‌ଡି ଆକାଉଣ୍ଟକୁ ସ୍ଥାନାନ୍ତର କରେ। ଯଦି କେହି ୪୦୦ ଦିନ ପୂର୍ବରୁ ଜମା ରାଶି ପ୍ରତ୍ୟାହାର କରିବାକୁ ଚାହାନ୍ତି ତେବେ ସେ ୦.୫୦%ରୁ ୧% ପର୍ଯ୍ୟନ୍ତ ଜରିମାନା ଦେଇ ଏହାକୁ ପ୍ରତ୍ୟାହାର କରିପାରିବେ। ଏହି ଯୋଜନାରେ ବିନିଯୋଗ କରିବାର ଅନ୍ୟ ଏକ ସୁବିଧା ହେଉଛି ଯେ ଗ୍ରାହକମାନେ ଜମା ରାଶି ବିରୁଦ୍ଧରେ ଋଣର ସୁବିଧା ମଧ୍ୟ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri