ବିଧାନସଭାରେ ସୁଭଦ୍ରା ଝଡ଼: ବିଜେଡି କହିଲା ସବୁ ମହିଳାଙ୍କୁ…

ଭୁବନେଶ୍ୱର,୨।୯: ବିଧାନସଭା ଆରମ୍ଭରେ ସୋମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା କରିଥିଲେ । ପରେ କଂଗ୍ରେସ ବିଧାୟକମାନେ ମଧ୍ୟ ବିଜେଡି ସଦସ୍ୟମାନଙ୍କ ସହ ନାରାବାଜୀ ଦେଇଥିଲେ। ସେସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ପ୍ରଶ୍ନର ଉତ୍ତର ଦେଉଥିଲେ। ହେଲେ ବିରୋଧୀଙ୍କ ହୋହଲ୍ଲା ଯୋଗୁ ବାଧ୍ୟହୋଇ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ।
ଆଜି ବିଧାନସଭା ଆରମ୍ଭରେ ଦିବଙ୍ଗତ ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଥିଲେ। ତାପରେ ତାଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବା ଉପରେ ୭ ମାସ କଟକଣା

ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା...

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ, ଫେରିଗଲେ ଅଭିଯୋଗକାରୀ

କେସିଙ୍ଗା,୧ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ନାମରେ ଦୀର୍ଘ ୨୮ ଦିନ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକ, ସରପଞ୍ଚ ଓ ସମିତିସଭ୍ୟା/ସଭ୍ୟ...

କମ୍ପାନୀକୁ କାମ କରିବାକୁ ଆସି ପୁଅ ନିଖୋଜ: ବଢୁଛି ସନ୍ଦେହ…

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ନୀଳାଚଳ ଇସ୍ପାତ ନିଗମ ଲିମିଟେଡର ଭେଣ୍ଡର ପାର୍ଟନର ସତ୍ୟମ୍‌ ଏଣ୍ଟରପ୍ରାଇଜେସ ଅଧୀନରେ ହେଲପର ଭାବେ କାର୍ଯ୍ୟ କରୁଥିବା ସିଲୁ ପ୍ରଧାନ...

ରତ୍ନଭଣ୍ଡାରକୁ ନେଇ ବଡ଼ ସୂଚନା ଦେଲେ ଆଇନମନ୍ତ୍ରୀ, କହିଲେ ଭିତରେ ନାହିଁ…

ଭୁବନେଶ୍ୱର,୧ା୧୧: ରତ୍ନଭଣ୍ଡାରକୁ ନେଇ ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ କୌଣସି ଗୁପ୍ତ କୋଠରି କିମ୍ବା...

ଆମ୍ବ ଟାକୁଆ ଖାଇ ଚାଲିଗଲା ୨ ଜୀବନ, ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଆଉ ୫

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଛି।...

ବାଇକ୍‌ରେ ଆସି ବୋମାମାଡ଼ କଲେ ଦୁର୍ବୃତ୍ତ, ଖସିଲା ଘରର ଛାତ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ନଂ.ଓ୍ବାର୍ଡ ମୁକ୍ତେଶର ଶୈବପୀଠ ସଂଲଗ୍ନ କେନାଲ ସାହିରେ ଦୁର୍ବୃତ୍ତମାନେ ପୁଣି ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି।...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଆଜି ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧ା୧୧: ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ନଭେମ୍ବର ୧ରୁ ଖୋଲିଛି କୁଲଡିହା ଅଭୟାରଣ୍ୟ। ବର୍ଷା ଋତୁ ତଥା ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri