Posted inଜାତୀୟ

ଲଦାଖରେ ସମର ଅଭ୍ୟାସ ସମୟରେ ବଡ଼ ଦୁର୍ଘଟଣା, ନଦୀରେ ଭାସିଗଲେ ୫ଯବାନ

ନୂଆଦିଲ୍ଲୀ,୨୯।୬: କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରେ ଭାରତୀୟ ଯବାନମାନଙ୍କ ସହ ଏକ ବଡ଼ ଦୁର୍ଘଟଣା ଘଟିଛି। ଯବାନମାନେ ଲଦାଖର ଦୌଲତ ବେଗ ଓଲଡି ଅଞ୍ଚଳରେ ନଦୀ ପାର ହୋଇ ଅଭ୍ୟାସ କରୁଥିଲେ। ଏହି ସମୟରେ ହଠାତ ନଦୀର ଜଳ ସ୍ତର ବଢି ଯାଇଥିଲା। ଯେଉଁଥିରେ ୫ଜଣ ଯବାନଙ୍କ ମୃତ୍ୟୁ ହୋଇଛି।

ଏହି ଦୁର୍ଘଟଣା ଚୀନ ସୀମା ନିକଟରେ ଥିବା ଲାଇନ ଅଫ ଆକ୍‌ଚୁଆଲ କଣ୍ଟ୍ରୋଲ (LAC) ରେ ଘଟିଛି। ଏଠାରେ ଭାରତୀୟ ଯବାନଙ୍କ ସୈନ୍ୟ ଶିବିର ରହିଛି। ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଟ୍ୟାଙ୍କର୍‌ରେ ଯୁଦ୍ଧଭ୍ୟାସ କରୁଥିବା ସମୟରେ ଏଲଏସି ନିକଟରେ ଥିବା ନଦୀକୁ ଯବାନମାନେ ପାର୍‌ କରୁଥିଲେ। ଏହି ସମୟରେ ନଦୀର ଜଳସ୍ତର ହଠାତ୍‌ ବଢି ଯାଇଥିଲା। ଆଉ ୫ଜଣ ଯବାନ ଭାସି ଯାଇଥିଲେ।

ANI ସହ କଥାବାର୍ତ୍ତା କରି ପ୍ରତିରକ୍ଷା ଅଧିକାରୀ କହିଛନ୍ତି, ଦୁର୍ଘଟଣା ସମୟରେ ଟ୍ୟାଙ୍କର୍‌ରେ ପାଞ୍ଚ ଜଣ ଯବାନ ଉପସ୍ଥିତ ଥିଲେ। ଏଥିରେ ଜଣେ JCO ଏବଂ ଚାରିଜଣ ଯବାନ ଥିଲେ। ଗୋଟିଏ ଯବାନଙ୍କ ସନ୍ଧାନ ମିଳିଥିବାବେଳେ ଆଉ ୪ଜଣଙ୍କ ସନ୍ଧାନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ

ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ...

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ...

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ...

ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା

ହାଥରସ୍‌,୩ା୭:ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ...

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ...

ଭାରତର ଦେଶୀ ଟୁଇଟର୍‌ ‘କୁ’ ବନ୍ଦ: ବିରାଟ କୋହଲିଙ୍କ ସମେତ ବଡ଼ ବଡ଼ ରାଜନେତା କରୁଥିଲେ ବ୍ୟବହାର

ନୂଆଦିଲ୍ଲୀ,୩।୭: ଏଲନ ମସ୍କଙ୍କ ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଏକ୍ସ (ପୁରୁଣା ନାମ ଟୁଇଟର୍‌) ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଭାରତର ହୋମଗ୍ରାଉଣ୍ଡ ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ‘କୁ’(KOO)...

ରାହୁଲଙ୍କ ଦାବି କେତେ ଠିକ୍‌? କ’ଣ ବୌଦ୍ଧ, ଜୈନ ଓ ଇଶାଇ ଧର୍ମରେ ବି ଅଛି ଅଭୟ ମୁଦ୍ରା…

ନୂଆଦିଲ୍ଲୀ,୩।୭: କେହି ଭାବି ନ ଥିବେ ଯେ ପ୍ରାଚୀନ କାଳର ଦୁଇଟି ଶବ୍ଦ ଲୋକ ସଭା ବିତର୍କର ଗତି ବଦଳାଇବ। ସଂସଦରେ ଏହାକୁ ନେଇ ବଡ଼...

ମୋଦି କାହିଁକି ଗାଳି ଖାଉଛି: ରାଜ୍ୟ ସଭାରେ କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୭: ରାଜ୍ୟ ସଭାରେ ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି ଆମ ଆଦମୀ ପାର୍ଟି(ଏଏପି)ଏବଂ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଅନୁସନ୍ଧାନକାରୀ ସଂସ୍ଥା ବିରୋଧରେ ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri