କଣ୍ଟାବାଞ୍ଜିରେ ଭାଜପାକୁ ଝଟ୍‌କା, କୋର୍ଟ ଦେଇଦେଲେ ବଡ଼ ରାୟ

ବଲାଙ୍ଗୀର,୮।୧୦: କଣ୍ଟାବାଞ୍ଜିରେ ଭାଜପାକୁ ବଡ଼ ଝଟ୍‌କା। କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନୀ ମାମଲାରେ ଜବାବ ଦାଖଲ କରିପାରି ନାହାନ୍ତି ଭାଜପା ବିଧାୟକ ଲକ୍ଷ୍ମଣ ବାଗ । ୩ ଥର ନୋଟିସ ପରେ ବି ସେ ନୋଟିସ ଗ୍ରହଣ କରି ନାହାନ୍ତି। ଏଥିସହ ସେ କୋର୍ଟରେ ହାଜର ହୋଇ ଉତ୍ତର ମଧ୍ୟ ରଖି ନାହାନ୍ତି।

ଯାହାକୁ ନେଇ ଶୁଣାଣିରେ କୋର୍ଟ କହିଛନ୍ତି, ଆଗକୁ କେବଳ ଆବେଦନକାରୀଙ୍କ ତଥ୍ୟ ଉପରେ ମାମଲାର ଶୁଣାଣି ଜାରି ରହିବ । ସ୍ଥାନୀୟ ଭୋଟର, ଲକ୍ଷ୍ମଣ ବାଗଙ୍କ ନାଁ ମିଥ୍ୟା ତଥ୍ୟ ଦାଖଲ ନେଇ ହାଇକୋର୍ଟରେ ମାମଲା କରିଥିଲେ । ପରବର୍ତ୍ତୀ ଶୁଣାଣି ଆସନ୍ତା ୧୮ ନଭେମ୍ବରକୁ ଧାର୍ଯ୍ୟ କରିଛନ୍ତି କୋର୍ଟ । କହିରଖୁଛୁ, ଚଳି ବିଧାନସଭା ନିର୍ବାଚନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିଦ୍ୱନ୍ଦିତା କରିଥିଲେ। ଲକ୍ଷ୍ମଣ ବାଗ୍‌ ତାଙ୍କୁ ବଡ଼ ଭୋଟ ବ୍ୟବଧାନରେ ପରାଜିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୧୦: ଦଶହରା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଇଛନ୍ତି ଓଡିଶା ସରକାର। ମଙ୍ଗଳବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ବଢାଇବାକୁ ମୁଖ୍ୟମନ୍ତ୍ରୀ ମୋହନ...

ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ, ସରକାରୀ କ୍ୱାର୍ଟର ଦେଇଥିଲେ ଭଡ଼ା

ଭୁବନେଶ୍ୱର,୮।୧୦: ପଞ୍ଚାୟତ ରାଜ ଏବଂ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ ରମେଶ ଜଣେ ସରକାରୀ ଅଧିକାରୀ ହୋଇଥିବାବେଳେ ସରକାରୀ ନିୟମକୁ ଉଲଙ୍ଘନ କରିଥିଲେ। ସେ...

ଓଡ଼ିଶା ପାଇଁ ଗୌରବ, ଦମନକୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮।୧୦: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ...

୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ୱର,୮।୧୦: ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌...

ସାବଧାନ ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ…

କଟକ,୮।୧୦: ନକଲିର ଗନ୍ତାଘର କଟକ ସହର। ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ଦଶହରା...

ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….

ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର...

Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…

ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri