ଭାଜପାକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟାଣୁଆ ନେତା

ବଲାଙ୍ଗୀର, ୯।୪: ମଙ୍ଗଳବାର ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ବଲାଙ୍ଗୀର ଜିଲା ପୂର୍ବତନ ଭାଜପା ସଭାପତି ପ୍ରଭାସ କୁମାର ପାଣିଗ୍ରାହୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି।

Share