ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: କମିବ ଆଳୁ ଦର, ହେବ ଏତିକି, ଏହି ସବୁ ସହରରେ…

ଭୁବନେଶ୍ୱର,୮।୮: ନାଫେଡ ମାଧ୍ୟମରେ ଆଳୁ କିଣି ଖାଉଟିଙ୍କୁ ଯୋଗାଇବେ ରାଜ୍ୟ ସରକାର। ଏନେଇ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କେଜି ପିଛା ଆଳୁ ୩୦ ଟଙ୍କାରେ ଦିଆଯିବ । ପ୍ରଥମ ପର୍ଯ୍ୟାୟରେ ୟୁପିରୁ ୩୦୦ ମେଟ୍ରିକ ଟନ ଆଳୁ ପାଇଁ ଅର୍ଡର ଦିଆଯାଇଛି। ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ। ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ମିଳିବ। ଏସବୁ ସହରର ସରକାରୀ ଖୁଚୁରା ଦୋକାନରେ ଉପଲବ୍ଧ ଆଳୁ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ରାଜ୍ୟରେ ଆଳୁ ସଙ୍କଟକୁ ନେଇ ଖାଉଟିଙ୍କ ମଧ୍ୟରେ ବଢୁଥିବା ଅସନ୍ତୋଷକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ ଆଣିବାକୁ ନିଷତ୍ତି ନେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ୩ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡକୁ ମଧ୍ୟ ଅର୍ଡର ଦିଆଯାଇଛି । ନାଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଏହି ଆଳୁ ଅଣାଯିବ । ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଏହି ଆଳୁ ଉପଲବ୍ଧ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri